ରାଜ୍ୟରେ ନୂଆ ୧,୯୦୪  କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ନୂଆ   ୧,୯୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧,୧୧୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୭୮୯ହେଉଛି ଲୋକାଲ୍ କେସ୍‌। 

ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଚିହ୍ନଟ ହୋଇଥିବାବେଳେ କଟକ ୧୦୧, କେନ୍ଦ୍ରାପଡା ୧୦୬, ନୂଆପଡା ୧୨୮ ଓ ସୁନ୍ଦରଗଡରେ ୧୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।