ରାଜ୍ୟରେ ନୂଆ ୧,୯୦୪  କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ନୂଆ   ୧,୯୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧,୧୧୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୭୮୯ହେଉଛି ଲୋକାଲ୍ କେସ୍‌।  ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଚିହ୍ନଟ ହୋଇଥିବାବେଳେ କଟକ ୧୦୧, କେନ୍ଦ୍ରାପଡା ୧୦୬, ନୂଆପଡା ୧୨୮ ଓ ସୁନ୍ଦରଗଡରେ ୧୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Covid-19 Report For 19th October New Positives Cases: 1904 […]

corona-3.7

Tapaswini Nayak
  • Published: Tuesday, 20 October 2020
  • , Updated: 20 October 2020, 11:20 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜ୍ୟରେ ନୂଆ   ୧,୯୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧,୧୧୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୭୮୯ହେଉଛି ଲୋକାଲ୍ କେସ୍‌। 

ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଚିହ୍ନଟ ହୋଇଥିବାବେଳେ କଟକ ୧୦୧, କେନ୍ଦ୍ରାପଡା ୧୦୬, ନୂଆପଡା ୧୨୮ ଓ ସୁନ୍ଦରଗଡରେ ୧୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related story