ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲମ୍ବା ଡିଆଁ ମାରିଛି କରୋନା। ଗତକାଲି ରାଜ୍ୟରେ ୨୯୭ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୪ଶହ ପାଖାପାଖି ପହଞ୍ଚି ଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏହାବ୍ୟତୀତ କଳାହାଣ୍ଡି ଜିଲ୍ଲାରୁ ୪୩, ନୂଆପଡ଼ା ଜିଲ୍ଲାରୁ ୪୦, ବରଗଡ଼ ଜିଲ୍ଲାରୁ ୩୪, ସୁନ୍ଦରଗଡ଼ରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ କଟକ ଜିଲ୍ଲାରୁ ୨୭, ଅନୁଗୁଳରୁ ୨୪, ମୟୂରଭଞ୍ଜ ଜିଲ୍ଲାରୁ ୧୯, ସମ୍ବଲପୁର ଜିଲ୍ଲାରୁ ୧୪, ପୁରୀ ଜିଲ୍ଲାରୁ ୧୨, ବଲାଙ୍ଗିର ଜିଲ୍ଲାରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ଷ୍ଟେଟପୁଲରୁ ୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
କୁହୁଡ଼ି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା, ୨୭ ଓ ୨୮ରେ କିଛି ସ୍ଥାନରେ ହୋଇପାରେ ବର୍ଷା
ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳେ ଓ ରାତିରେ ଏବଂ ରବିବାର ସକାଳେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।
Guest Column
ରବି ଦାଶ - ଏକ ବିରଳ ବ୍ୟକ୍ତିତ୍ୱ
କେବଳ ତୁଳସୀ କ’ଣ ଦୁଇ ପତ୍ରରୁ ବାସିଥାଏ, ପୋଦିନା କି ଅନ୍ୟ କିଛି ନୁହେଁ? କୌଣସି ମହାପୁରୁଷଙ୍କ ଜୀବନୀ ପଢ଼ିଲା ବେଳେ ଆମେ ଏହି ଯୁକ୍ତିଟି ଅଧିକାଂଶ ସମୟରେ ପାଇଥାଉ ଯେ ସେ ମହାପୁରୁଷ ହେବେ ବୋଲି ପିଲାବେଳୁ ଜଣାଥିଲା।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।