ଆକ୍ରାନ୍ତ ଚିହ୍ନଟ; ବନ୍ଦ ହେଲା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସରକାରୀ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ ପଡ଼ିନାହିଁ । ପାନପୋଷ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉପଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟାଳୟକୁ ସୋମବାର ଏବଂ ମଙ୍ଗଳବାର ଦୁଇଦିନ ଲାଗି ବନ୍ଦ ରଖାଯାଇଛି । କାର୍ଯ୍ୟାଳୟର ସମସ୍ତ ବିଭାଗକୁ sanitize ମଧ୍ୟ କରାଯାଉଛି । ସେହିପରି ତହସିଲ କାର୍ଯ୍ୟାଳୟକୁ ମଧ୍ୟ sanitize କରାଯିବା […]

panpos-1

Niharika Rout
  • Published: Monday, 03 August 2020
  • , Updated: 03 August 2020, 09:02 AM IST

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସରକାରୀ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ ପଡ଼ିନାହିଁ । ପାନପୋଷ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉପଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟାଳୟକୁ ସୋମବାର ଏବଂ ମଙ୍ଗଳବାର ଦୁଇଦିନ ଲାଗି ବନ୍ଦ ରଖାଯାଇଛି ।

କାର୍ଯ୍ୟାଳୟର ସମସ୍ତ ବିଭାଗକୁ sanitize ମଧ୍ୟ କରାଯାଉଛି । ସେହିପରି ତହସିଲ କାର୍ଯ୍ୟାଳୟକୁ ମଧ୍ୟ sanitize କରାଯିବା ସହ ଲୋକମାନଙ୍କ ଯିବା ଆସିବା ଉପରେ କଟକଣା ଲଗାଯାଇଛି ।

ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୧ରେ ପହଞ୍ଚିଥିବା ବେଳେ ୧୦ ଜଣ ଆଖି ବୁଜି ସାରିଲେଣି।

Related story