ରାଜ୍ୟରେ ଚିହ୍ନଟ ହେଲେ ୧୪୯୯ ଆକ୍ରାନ୍ତ, ୩୧ ହଜାର ଡେଇଁଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ ୧୪୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୫୮୫ ଟି ହେଉଛି ଲୋକାଲ୍ କେସ୍‌। ଚିହ୍ନଟ ନୂଆ ୧୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୬୩ ଚିହ୍ନଟ ହୋଇଛନ୍ତି। ଏହାପରେ ଖୋର୍ଦ୍ଧା ଜିଲ୍ଲାରୁ ୨୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ […]

corona-22

corona-22

Niharika Rout
  • Published: Friday, 31 July 2020
  • Updated: 31 July 2020, 02:06 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ ୧୪୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୫୮୫ ଟି ହେଉଛି ଲୋକାଲ୍ କେସ୍‌।

ଚିହ୍ନଟ ନୂଆ ୧୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୬୩ ଚିହ୍ନଟ ହୋଇଛନ୍ତି। ଏହାପରେ ଖୋର୍ଦ୍ଧା ଜିଲ୍ଲାରୁ ୨୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୯୨,  କୋରାପୁଟରୁ ୮୧, କନ୍ଧମାଳ ଜିଲ୍ଲାରୁ ୫୦, କଟକରୁ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ସେମାନଙ୍କ ମଧ୍ୟରୁ  ୧୯,୭୪୫ ଜଣ ସୁସ୍ଥ ହୋଇ  ସାରିଲେଣି।  ଏହାବ୍ୟତୀତ ରାଜ୍ୟରେ ୧୧, ୯୧୮ ଜଣ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story