ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦୦ ଟପିଲା, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଟପି ଯାଇଛି। ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦୭ ସୁସ୍ଥ ହୋଇସାରିଛନ୍ତି। ୭୩୯ ଜଣ ଚିକିତ୍ସାଧୀନ ଥିବା ବେଳେ ୬ […]

odisha

odisha

Jitendra Garnayak
  • Published: Wednesday, 20 May 2020
  • Updated: 20 May 2020, 12:54 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଟପି ଯାଇଛି। ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦୭ ସୁସ୍ଥ ହୋଇସାରିଛନ୍ତି। ୭୩୯ ଜଣ ଚିକିତ୍ସାଧୀନ ଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି।

କରୋନାରେ ପ୍ରାଣ ହରାଇଥିବା ୬ ନମ୍ବର ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର। ତାଙ୍କୁ ୭୦ ବର୍ଷ ହୋଇଥିଲା। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚି ଯାଇଛି। ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରେ ଜଣଙ୍କ ମୃତ୍ୟୁ ଘଟିଛି।

ନୂଆ ୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ବୌଦ୍ଧରୁ ସର୍ବାଧିକ ୨୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୧ଜଣ, କଟକରୁ ୯, ଖୋର୍ଦ୍ଧାରୁ ୭, ଗଂଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ାରୁ ୨, ମାଲକାନଗିରିରୁ ୨, ବାଲେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ କନ୍ଧମାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହି ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ବାକି ୨ ଜଣ ସ୍ଥାନୀୟ ଅଞ୍ଚଳର।

ମାଲକାନଗିରିରେ ୨ ଜଣ କରୋନା ପଜିଟିଜ୍ ଚିହ୍ନଟ ହେବା ସହିତ ଏହି ଜିଲ୍ଲାରେ କରୋନା ପ୍ରବେଶ କରିଛି। ଏହା ସହିତ ରାଜ୍ୟର ୨୪ଟି ଜିଲ୍ଲାରେ କରୋନା ପହଞ୍ଚି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story