‘କରୋନା ମୁକାବିଲା ଲାଗି ସରକାର ପ୍ରସ୍ତୁତ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଭାଇରସକୁ ନେଇ ଆତଙ୍କିତ ହେବାର କୌଣସି କାରଣ ନାହିଁ। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସମସ୍ତ ୩୦ ଜିଲ୍ଲାର ମୁଖ୍ୟ ମେଡିକାଲ ଅଧୀକ୍ଷକ ଓ ହସ୍ପିଟାଲ ମ୍ୟାନେଜରଙ୍କୁ ନେଇ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏପରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ। ଏହି ବୈଠକରେ ହୋଇଥିବା ଆଲୋଚନା ଅନୁଯାୟୀ, ମୁଖ୍ୟତଃ ରାଜ୍ୟର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଗୁଡିକରେ କରୋନା ଭାଇରସରେ ସଂକ୍ରମଣକୁ ନେଇ ପ୍ରସ୍ତୁତ ରହିବାକୁ […]

corona-111

corona-111

Niharika Rout
  • Published: Tuesday, 28 January 2020
  • Updated: 28 January 2020, 01:20 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଭାଇରସକୁ ନେଇ ଆତଙ୍କିତ ହେବାର କୌଣସି କାରଣ ନାହିଁ। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସମସ୍ତ ୩୦ ଜିଲ୍ଲାର ମୁଖ୍ୟ ମେଡିକାଲ ଅଧୀକ୍ଷକ ଓ ହସ୍ପିଟାଲ ମ୍ୟାନେଜରଙ୍କୁ ନେଇ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏପରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ।

ଏହି ବୈଠକରେ ହୋଇଥିବା ଆଲୋଚନା ଅନୁଯାୟୀ, ମୁଖ୍ୟତଃ ରାଜ୍ୟର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଗୁଡିକରେ କରୋନା ଭାଇରସରେ ସଂକ୍ରମଣକୁ ନେଇ ପ୍ରସ୍ତୁତ ରହିବାକୁ ସତର୍କ କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହ ପ୍ରମୁଖ ହସ୍ପିଟାଲ ଗୁଡିକରେ ଆଇସୋଲେସନ୍ ଓ୍ୱାର୍ଡ କରିବାକୁ କୁହାଯାଇଛି । ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ବିମାନ ଚଳାଚଳ କରୁଥିବାରୁ ଭୁବନେଶ୍ୱର ଏୟାରପୋର୍ଟରେ ସ୍କିନିଂ ମେସିନ ଲଗାଯିବାକୁ ନିଷ୍ପତ୍ତି ନିଆଯାଇଛି। କରୋନାକୁ ନେଇ ରାଜ୍ୟବାସୀ ଆତଙ୍କିତ ନହେବାକୁ କହିଛନ୍ତି ସ୍ୱାସ୍ଥ୍ୟ ସଚିବ ।

ଏହାବ୍ୟତୀତ ଏୟାରପୋର୍ଟ, ଷ୍ଟେସନ ଓ ପୋର୍ଟରେ ଯାତ୍ରୀଙ୍କ ଉପରେ ସତର୍କ ନଜର ରଖିବାକୁ ଆଡଭାଇଜରି ଜାରି ହୋଇଛି । ଯଦି କେହି ଏଭଳି ରୋଗରେ ପୀଡିତ ଥିବା ସନ୍ଦେହ କରାଯାଏ, ତେବେ ତୁରନ୍ତ ସେମାନଙ୍କୁ ସ୍ୱତନ୍ତ୍ର ୱାର୍ଡକୁ ନେଇ ଚିକିତ୍ସା କରିବାକୁ ନିର୍ଦ୍ଦେଶ ରହିଛି । ରେଳ ବିଭାଗକୁ ମଧ୍ୟ ଏନେଇ ନିର୍ଦ୍ଦେଶ ରହିଛି।  କରୋନା ମୁକାବିଲା ପାଇଁ କଟକ ଏସ୍‌ସିବିରେ ମଧ୍ୟ ସ୍ୱତନ୍ତ୍ର ଓ୍ୱାର୍ଡ ଖୋଲିଛି। ସ୍ୱତନ୍ତ୍ର ଡାକ୍ତର ଓ ପାରାମେଡିକାଲ ଷ୍ଟାଫ୍‌ଙ୍କୁ ନେଇ ସ୍ୱତନ୍ତ୍ର ଓ୍ୱାର୍ଡ ପ୍ରସ୍ତୁତ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story