ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରବାସୀ ଶ୍ରମିକଙ୍କ ଘର ବାହୁଡ଼ା ହେଉ ଅବା ପୁଣି କର୍ମ କ୍ଷେତ୍ରକୁ ଫେରିବା ଭୁବନେଶ୍ୱର ରେଳ ଷ୍ଟେସନରେ ଏବେ ଯାତ୍ରୀଙ୍କ ଯାଆସ ବଢୁଛି। ତେବେ ଏହାକୁ ନେଇ ରେଳ ବିଭାଗ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଷ୍ଟେସନରେ ସିଙ୍ଗିଲ୍ ଏଣ୍ଟ୍ରି ସିଙ୍ଗିଲ୍ ଏଗଜିଟ୍ ବ୍ୟବସ୍ଥା ହୋଇଛି। କରୋନା କଟକଣାକୁ କଡାକଡି ଭାବେ ପାଳନ ବାଧ୍ୟତାମୂଳକ କରାଯାଇଛି।
ଷ୍ଟେସନ ପରିସରରେ ବିଏମସି କାଉଣ୍ଟର ହୋଇଛି। ୭୨ ଘଣ୍ଟା ଭିତରେ କରୋନା ନେଗେଟିଭ ରିପୋର୍ଟ କିମ୍ବା ଡବଲ ଡୋଜ ଟୀକା, କିମ୍ବା ଫେରିବା ପରେ ୧୪ ଦିନ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ ହୋଇଛି।
କୌଣସି ଯାତ୍ରୀ ୱେଟିଂ ଲିଷ୍ଟରେ ଯାତ୍ରା କରିବାର ବ୍ୟବସ୍ଥା ନାହିଁ ବୋଲି କହିଛନ୍ତି ଭୁନେଶ୍ୱର ରେଳ ଷ୍ଟେସନ ନିର୍ଦ୍ଦେଶକ ଚିତ୍ତ ରଞ୍ଜନ ନାୟକ। ପ୍ରଥମ ଲହରରୁ ସମସ୍ତେ ଶିଖିଛନ୍ତି, ତେଣୁ ସମସ୍ତେ ସତର୍କ ଅଛନ୍ତି ପ୍ରବସୀ ଶ୍ରମିକ ଚିହ୍ନଟ ସହଜ ନୁହେଁ। ତେଣୁ ସମସ୍ତ ଯାତ୍ରୀଙ୍କ ପାଇଁ ସମାନ ନିୟମ ରହିଛି। ଇଣ୍ଟରସିଟି ଟ୍ରେନ ବନ୍ଦ ଅଛି। ପ୍ରଶାନ୍ତି, ବିଶାଖା ପରି ରେଳ ଯାତାୟତ କରୁଥିବା ସେ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।