ସାବଧାନ! ଅଟାକଳରେ ସୁପର୍‌ ସ୍ପ୍ରେଡର, ୨୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଞ୍ଚେଶ୍ୱରରେ ଥିବା ଏକ ଅଟାକଳରେ ସୁପର ସ୍ପ୍ରେଡର। ପୂର୍ବରୁ ‘କରୋନା’ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ଏହି ଅଟାକଳର ୨୬ ଜଣ କର୍ମଚାରୀ ସଂକ୍ରମିତ ହୋଇଛନ୍ତି।  ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରିଛି। ଆଜି ଭୁବନେଶ୍ୱର ସହରରୁ ୯୧ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୯ ଲୋକାଲ କେସ୍‌। ମଞ୍ଚେଶ୍ୱରରେ ଥିବା ଏକ ଅଟାକଳର ୨୬ କର୍ମଚାରୀ ପଜିଟିଭ୍ […]

super-spreder

super-spreder

Manoranjan Sial
  • Published: Wednesday, 22 July 2020
  • Updated: 22 July 2020, 06:09 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଞ୍ଚେଶ୍ୱରରେ ଥିବା ଏକ ଅଟାକଳରେ ସୁପର ସ୍ପ୍ରେଡର। ପୂର୍ବରୁ ‘କରୋନା’ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ଏହି ଅଟାକଳର ୨୬ ଜଣ କର୍ମଚାରୀ ସଂକ୍ରମିତ ହୋଇଛନ୍ତି।  ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରିଛି।

ଆଜି ଭୁବନେଶ୍ୱର ସହରରୁ ୯୧ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୯ ଲୋକାଲ କେସ୍‌। ମଞ୍ଚେଶ୍ୱରରେ ଥିବା ଏକ ଅଟାକଳର ୨୬ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଆଇଆର୍‌ସି ଭିଲେଜ ଗଣପତି ନଗର ବସ୍ତିରୁ ୧୪, ରାଜମହଲ ଛକର ଏକ ନିର୍ମାଣ ସଂସ୍ଥାର ୯ କର୍ମଚାରୀ ଓ ନୟାପଲ୍ଲୀ ତ୍ରିନାଥ ବସ୍ତିରୁ ୩ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରରୁ ୯୯ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୩୪୩ ‘କରୋନା’ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୨୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୬୦୬ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story