ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନୟାଗଡ଼ରୁ ଆସିଥିବା କରୋନା ସନ୍ଦିଗ୍ଧ ଯୁବକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ତାଙ୍କୁ ଚାରି ଦିନ ହେବ ଥଣ୍ଡା ଓ ଜ୍ୱର ହୋଇଛି। ସେ ଏବେ କ୍ୟାପିଟାଲ ହସ୍ପିଟାଲର ଆଇସୋଲେସନ ୱାର୍ଡରେ ରହି ଚିକିତ୍ସିତ ହେଉଛନ୍ତି। ଆଜି ତାଙ୍କ ସ୍ୱାବ ନମୁନା ପରୀକ୍ଷା ପାଇଁ ଆରଏମ୍ସିକୁ ପଠାଯାଇଛି।
ଗତକାଲି ନୟାଗଡ଼ର ଜଣେ ଯୁବକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେ ତାମିଲନାଡ଼ୁରେ ରହି କାମ କରୁଥିଲେ। ତେବେ ସେଠାରୁ ଫେରିବା ପରେ ତାଙ୍କୁ ଜ୍ୱର ଓ କାଶ ହେବାରୁ ଭାପୁର ମେଡିକାଲରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ କ୍ୟାପିଟାଲ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।