ବିଧାନସଭା ପୂର୍ବରୁ ସବୁ ବିଧାୟକଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ଵର(ଓଡିଶା ରିପୋର୍ଟର): ବିଧାନସଭା ବସିବା ପୂର୍ବରୁ ସବୁ ବିଧାୟକ ଓ ଷ୍ଟାଫଙ୍କର ହେବ କରୋନା ଟେଷ୍ଟ। ଯେବେ ବିଧାନସଭା ବସିବ, ତାର ଦୁଇ ଦିନ ପୂର୍ବରୁ ହେବ କରୋନା ଟେଷ୍ଟ। ଜଣେ ବରିଷ୍ଠ ଅଧିକାରୀ ଏନେଇ ଆଜି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ,  ବିଧାନସଭାରେ ସ୍ଵତନ୍ତ୍ର କାଉଣ୍ଟର ହୋଇ ସବୁ ବିଧାୟକ ଓ ଷ୍ଟାଫଙ୍କର RT-PCR ଟେଷ୍ଟ କରାଯିବ। ବିଧାନସଭାର ୫ ଦିନ ପରେ ବିଧାୟକମାନଙ୍କର ରାପିଡ୍ ଟେଷ୍ଟ କରାଯିବ। ଏହା ସହ ବିଧାନସଭାକୁ ଆସୁଥିବା ବରିଷ୍ଠ ଅଫିସରଙ୍କର ଆଣ୍ଟିଜେନ୍ ଟେଷ୍ଟ ହେବ।

ସୂଚନାଯୋଗ୍ୟ, ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ଅଧିବେଶନର ପରିଚାଳନା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିଲେ।

ଆହୁରି ପଢ଼ନ୍ତୁ

ନିର୍ବାଚନୀ ଲଲିପପ୍ : ତିର୍ତ୍ତୋଲରେ ବ୍ରିଜ୍ ଓ ବାଲେଶ୍ୱରରେ ଆଦର୍ଶ ବସ୍ତି କଲୋନୀର ଶିଳାନ୍ୟାସ

ବିଜେଡି ବିଧାୟକ ଦଳ ବୈଠକ: କେନ୍ଦ୍ରକୁ ବିରୋଧ ପାଇଁ ବି ଭୟ

ସୁସ୍ଥ ହେଲେ ୪୦୧୪

ସଫଳ ହୋଇଛି ପ୍ୟାରୀଙ୍କ ବିଦ୍ରୋହ!

ନୂଆ ରାସ୍ତାରେ ପାଦ ଥାପିଲେ ବର୍ଷା

ଆଜି ଆଉ ୩୪୨ ଆକ୍ରାନ୍ତ ଚିହ୍ନଟ

କଳ୍ପତରୁଙ୍କ ଖୋଲା ଚିଠି: ହେ ନବୀନ ବାବୁ ମୁଁ ଦଳ ପାଇଁ ଯୌବନକୁ ନଷ୍ଟ କରିଛି, ଚାଟୁକାରିତା କେତେ ଦିନ ଚାଲିବ ?

ଇସ୍ତଫା ପରେ ବିଜେଡିରୁ ବହିଷ୍କୃତ ହେଲେ କଳ୍ପତରୁ ଓଝା

ଆଜି ବସିବ କଂଗ୍ରେସ ଓ ଶାସକ ବିଜେଡିର ବିଧାୟକ ଦଳ ବୈଠକ

ରାଜ୍ୟରେ ୮୦୦ ପାର୍‌ କଲା କରୋନା ମୃତକଙ୍କ ସଂଖ୍ୟା

ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର ଦର୍ଶାଇ ବିକୁଥିଲା ଆମାଜନ୍‌, ଦୋଷ ମାନିଲା

ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ