ପୁରୀ(ଓଡ଼ିଶା ରିପୋର୍ଟର): ରଥ କାମରେ ନିୟୋଜିତ ସମସ୍ତ ସେବାୟତ ତଥା ସେମାନଙ୍କ ପରିବାର ସଦସ୍ୟଙ୍କର ବି ହେବ କରୋନା ଟେଷ୍ଟ। ଏ ସମ୍ପର୍କରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା ସୂଚନା ଦେଇଛନ୍ତି । ଏଥିପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ପୁରୀ ସିଡିଏମ୍ଓଙ୍କୁ କୁହାଯାଇଛି ।
ରଥ କାମରେ ନିୟୋଜିତ ସେବାୟତଙ୍କୁ କରୋନାର ଭୟାବହତା ସମ୍ପର୍କରେ ଅବଗତ କରାଯିବା ସହ ସାମାନ୍ୟ ସାବଧାନ ହୋଇପାରିଲେ କିପରି ଏଥିରୁ ବର୍ତ୍ତିପାରିବେ ସେ ସମ୍ପର୍କରେ ନିୟମିତ ସଚେତନ କରାଯିବ। ରଥ କାମ ଶେଷ ଯାଏ ପ୍ରତ୍ୟହ ସେବାୟତଙ୍କୁ କରୋନା ସମ୍ପର୍କରେ ସଚେତନ କରାଯିବ।
ବିଶ୍ୱକର୍ମା ଓ ଭୋଇ ସେବାୟତଙ୍କୁ ମଧ୍ୟ ପୁରୀ ADMOଙ୍କ ନେତୃତ୍ୱାଧୀନ ଡାକ୍ତରୀ ଟିମ୍ ସଚେତନ କରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଥିନିମନ୍ତେ ୪ଟି ସ୍ୱାସ୍ଥ୍ୟ ଟିମ୍ ଗଠନ କରାଯାଇଛି। ରଥ ଖଳା, ଭକ୍ତ ନିବାସରେ ରହିବେ ସ୍ୱତନ୍ତ୍ର ହେଲ୍ଥ ଟିମ୍। ମୋବାଇଲ୍ ଟିମ୍ ମଧ୍ୟ ନିୟୋଜିତ ହେବ, ଆକ୍ଟିଭ୍ ସର୍ଭେଲାନ୍ସ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।