‘ଜାନୁଆରୀ ୩୦ ସୁଦ୍ଧା ଓଡ଼ିଶାକୁ ଆସିପାରେ କରୋନା ଟିକା’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟରେ): ଚଳିତ ମାସ ଶେଷ ସୁଦ୍ଧା ଓଡ଼ିଶାକୁ ଆସିଯାଇପାରେ କରୋନା ଟିକା। ଏପରି ଆଶା ଦେଖାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। ସେ କହିଛନ୍ତି, ଜାନୁଆରୀ ମାସ ୩୦ ତାରିଖ ସୁଦ୍ଧା ଟିକା ଆସିଯିବ ବୋଲି ବିଶ୍ୱାସ କରାଯାଉଛି। ପ୍ରଥମେ କରୋନା ଯୋଦ୍ଧାମାନଙ୍କୁ ଟିକା ଦିଆଯିବ। ତା’ପରେ ବୟସ୍କମାନଙ୍କୁ ଦେବା ପାଇଁ ଆଲୋଚନା ହୋଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନ ଆସିଲେ ବ୍ୟବସ୍ଥା କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି। ସୂଚନାଯୋଗ୍ୟ […]

covid

covid

Manoranjan Sial
  • Published: Monday, 04 January 2021
  • Updated: 04 January 2021, 05:20 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟରେ): ଚଳିତ ମାସ ଶେଷ ସୁଦ୍ଧା ଓଡ଼ିଶାକୁ ଆସିଯାଇପାରେ କରୋନା ଟିକା। ଏପରି ଆଶା ଦେଖାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। ସେ କହିଛନ୍ତି, ଜାନୁଆରୀ ମାସ ୩୦ ତାରିଖ ସୁଦ୍ଧା ଟିକା ଆସିଯିବ ବୋଲି ବିଶ୍ୱାସ କରାଯାଉଛି। ପ୍ରଥମେ କରୋନା ଯୋଦ୍ଧାମାନଙ୍କୁ ଟିକା ଦିଆଯିବ। ତା’ପରେ ବୟସ୍କମାନଙ୍କୁ ଦେବା ପାଇଁ ଆଲୋଚନା ହୋଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନ ଆସିଲେ ବ୍ୟବସ୍ଥା କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି।

ସୂଚନାଯୋଗ୍ୟ ଯେ, ରବିବାର ଏକ ପ୍ରେସ୍ କନଫରେନ୍ସ DCGI ନିର୍ଦ୍ଦେଶକ ଭିଜି ସୋମାନୀ କୋଭିସିଲ୍ଡ ସହ କୋଭାକ୍ସିନ ଟିକାକୁ ଭାରତରେ ଜରୁରୀ କାଳୀନ ବ୍ୟବହାର ପାଇଁ ଅନୁମତି ଦେଇଥିଲେ। ସେ କହିଥିଲେ, ଉଭୟ ଭ୍ୟାକସିନ୍ ସମ୍ପୂର୍ଣ୍ଣ ସୁରକ୍ଷିତ ଏବଂ ଏହାର ଜରୁରୀ ବ୍ୟବହାର କରାଯାଇପାରିବ। ଏହି ଦୁଇଟି ଯାକ ଭ୍ୟାକସିନକୁ ଦୁଇଟି ଲେଖାଏ ଡୋଜ୍ ଇଞ୍ଜେକ୍ସନ୍ ଆକାରରେ ଦିଆଯାଇପାରିବ। ଏହି ଦୁଇଟି ଭ୍ୟାକସିନକୁ ୨ରୁ ୮ ଡିଗ୍ରୀ ତାପମାତ୍ରାରେ ସୁରକ୍ଷିତ ରଖାଯିବ।

DCGI ମୁତାବକ, ସେରମ ଇନଷ୍ଟିଚ୍ୟୁଟର ଭ୍ୟାକସିନର ଓଭରଅଲ୍ କ୍ଷମତା ୭୦.୪୨ ପ୍ରତିଶତ ଥିଲା। ଅନୁମତି ମିଳିଥିଲେ ହେଁ ସେରମ ଦ୍ୱାରା ପ୍ରସ୍ତୁତ ଟିକାର କ୍ଲିନିକାଲ୍ ଟ୍ରାଏଲ୍ ଏବେ ସାରା ଦେଶରେ ଜାରି ରହିବ। ଏହା ପୂର୍ବରୁ SEC ଜାନୁଆରୀ ୧ ତାରିଖରେ କୋଭିସିଲ୍ଡ ଓ ୨ ତାରିଖରେ କୋଭାକ୍ସିନର ଜରୁରୀ କାଳୀନ ବ୍ୟବହାର ପାଇଁ DCGIକୁ ସୁପାରିସ୍ କରିଥିଲା।

ସୂଚନାଯୋଗ୍ୟ, ଯେତେବେଳେ DCGI କୌଣସି ମେଡିସିନ୍, ଡ୍ରଗ୍, ଭ୍ୟାକସିନକୁ ଅନ୍ତିମ ଅନୁମତି ଦିଅନ୍ତି, ଏହାର ଅର୍ଥ ଏସବୁ ମେଡିସିନ୍, ଭ୍ୟାକସିନକୁ ସାର୍ବଜନୀନ ବ୍ୟବହାର କରାଯାଇପାରିବ। ତେବେ ଅନୁମୋଦନ ଦେବା ପୂର୍ବରୁ DCGI ଭ୍ୟାକସିନ୍ ଉପରେ ହୋଇଥିବା ପରୀକ୍ଷଣକୁ ଭଲ ଭାବେ ତର୍ଜମା କରିଥାଏ। 

ବ୍ରିଟିଶ ଡ୍ରଗ୍ସ ଗ୍ରୁପ ‘ଆଷ୍ଟ୍ରା ଜେନେକା’ (AstraZeneca)/ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ ଦ୍ୱାରା ଏହି କୋଭିସିଲ୍ଡ ଟିକା ପ୍ରସ୍ତୁତ ହୋଇଛି। ବ୍ରିଟେନ ସରକାର ମଧ୍ୟ ଏହି ଟିକାକୁ ଅନୁମତି ଦେଇସାରିଛନ୍ତି। ବ୍ରିଟେନରେ ମାତିଥିବା କରୋନାର ନୂଆ ଷ୍ଟ୍ରେନକୁ ମଧ୍ୟ ଏହା ମାତ୍ ଦେଇପାରିବ ବୋଲି କମ୍ପାନୀ ଦାବି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story