କେବେ ଆସିବ କରୋନା ଭ୍ୟାକସିନ୍ ? ସୂଚନା ଦେଲେ ଆଇଏଲ୍ଏସ୍ ନିର୍ଦ୍ଦେଶକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ତାର ପ୍ରଭାବ ବିସ୍ତାର କରିଚାଲିଥିବା ବେଳେ ଏବେ ଏକ ଆଶ୍ୱସ୍ତିକର ଖବର ଆସିଛି। ଆସନ୍ତା ଫେବ୍ରୁଆରୀ ୨୦୨୧ ବେଳକୁ କରୋନା ଭ୍ୟାକସିନ୍ ଉପଲବ୍ଧ ହୋଇପାରେ। ଏନେଇ ଆଇଏଲ୍ଏସ୍ ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ପଶୁ ଠାରେ ଭ୍ୟାକସିନ୍ ଟ୍ରାଏଲ ସଫଳତା ପରେ ମଣିଷ ଉପରେ ଟ୍ରାଏଲ୍ ହେବ। ଏବେ ଫାଷ୍ଟ ଟ୍ରାଏଲ୍ ଚାଲିଛି, ସଫଳତା ପରେ ସେକେଣ୍ଡ ଟ୍ରାଏଲ୍ ହେବ। ଯଦି ସଫଳତା ମିଳେ ତେବେ ଡିସେମ୍ବର, ଜାନୁଆରୀ, ଫେବ୍ରୁଆରୀ […]

790

Tapas Behera
  • Published: Monday, 20 July 2020
  • , Updated: 20 July 2020, 04:19 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ତାର ପ୍ରଭାବ ବିସ୍ତାର କରିଚାଲିଥିବା ବେଳେ ଏବେ ଏକ ଆଶ୍ୱସ୍ତିକର ଖବର ଆସିଛି। ଆସନ୍ତା ଫେବ୍ରୁଆରୀ ୨୦୨୧ ବେଳକୁ କରୋନା ଭ୍ୟାକସିନ୍ ଉପଲବ୍ଧ ହୋଇପାରେ। ଏନେଇ ଆଇଏଲ୍ଏସ୍ ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ପଶୁ ଠାରେ ଭ୍ୟାକସିନ୍ ଟ୍ରାଏଲ ସଫଳତା ପରେ ମଣିଷ ଉପରେ ଟ୍ରାଏଲ୍ ହେବ।
ଏବେ ଫାଷ୍ଟ ଟ୍ରାଏଲ୍ ଚାଲିଛି, ସଫଳତା ପରେ ସେକେଣ୍ଡ ଟ୍ରାଏଲ୍ ହେବ। ଯଦି ସଫଳତା ମିଳେ ତେବେ ଡିସେମ୍ବର, ଜାନୁଆରୀ, ଫେବ୍ରୁଆରୀ ବେଳକୁ ଟିକା ଆସିବ। ଏବେ ରାଜ୍ୟରେ ଗଞ୍ଜାମର ସ୍ଥିତି ଉଦ୍‌ବେଗଜନକ ରହିଛି। ସରକାର ବହୁ ପଦକ୍ଷେପ ନେଉଛନ୍ତି।

ପ୍ରାୟ ୯୨% ଗାଁରେ କରୋନା ନାହିଁ ବୋଲି ଜିଲ୍ଲାପାଳ କହିଛନ୍ତି।

Related story