ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମନ୍ତ୍ରିପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା ୪୫ମିନିଟରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ଚିଠା ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ଜୁନ୍ ୨୮ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।
Events & Festivals
ଆଜି ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ।
Politics
କାଲିଠୁ ବିଧାନସଭା, ଆଜି ବସିବ ସର୍ବଦଳୀୟ ବୈଠକ
ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ।