ଆସନ୍ତାକାଲି ରାଜ୍ୟ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମନ୍ତ୍ରିପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା ୪୫ମିନିଟରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ଚିଠା ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ଜୁନ୍ ୨୮ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।

secretariat-odisha

Manoranjan Sial
  • Published: Wednesday, 19 June 2019
  • , Updated: 19 June 2019, 09:47 PM IST

Related story