ଭିନ୍ନ ମୋଡ଼ ନେଲା ପରବିନ୍ଦରଙ୍କୁ ମାଡ଼ ଘଟଣା, କୋର୍ଟରେ ହେଲା ପାଲଟା ଅଭିଯୋଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିନ୍ନ ମୋଡ଼ ନେଲା ପରବିନ୍ଦର ପାଲ୍ ସିଂଙ୍କୁ ମାଡ଼ ଘଟଣା। ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳରେ ଶିଖ୍ ଯୁବକ ପରବିନ୍ଦର ପାଲ୍ ସିଂଙ୍କୁ ମାଡ଼ ଘଟଣାରେ ତାଙ୍କ ନାମରେ ପାଲଟା ଅଭିଯୋଗ ହୋଇଛି। ଭୁବନେଶ୍ୱର SDJMଙ୍କ କୋର୍ଟରେ ପ୍ରତିପକ୍ଷଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି। ପରବିନ୍ଦର ପ୍ରଥମେ ଜାତି ଓ ବାପାଙ୍କ ନାଁ ଧରି ଗାଳି ଦେଇଥିବା ଅଭିଯୋଗ ହୋଇଛି। ପୁଲିସ୍‌ ସମ୍ମୁଖରେ ସଂଘବଦ୍ଧ ଭାବେ ପରବିନ୍ଦରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ପୁଲିସ୍‌ର […]

n-908-3-750x430

n-908-3-750x430

Tapas Behera
  • Published: Thursday, 06 February 2020
  • Updated: 06 February 2020, 05:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିନ୍ନ ମୋଡ଼ ନେଲା ପରବିନ୍ଦର ପାଲ୍ ସିଂଙ୍କୁ ମାଡ଼ ଘଟଣା। ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳରେ ଶିଖ୍ ଯୁବକ ପରବିନ୍ଦର ପାଲ୍ ସିଂଙ୍କୁ ମାଡ଼ ଘଟଣାରେ ତାଙ୍କ ନାମରେ ପାଲଟା ଅଭିଯୋଗ ହୋଇଛି। ଭୁବନେଶ୍ୱର SDJMଙ୍କ କୋର୍ଟରେ ପ୍ରତିପକ୍ଷଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି। ପରବିନ୍ଦର ପ୍ରଥମେ ଜାତି ଓ ବାପାଙ୍କ ନାଁ ଧରି ଗାଳି ଦେଇଥିବା ଅଭିଯୋଗ ହୋଇଛି।

ପୁଲିସ୍‌ ସମ୍ମୁଖରେ ସଂଘବଦ୍ଧ ଭାବେ ପରବିନ୍ଦରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ପୁଲିସ୍‌ର ଭୂମିକାକୁ ନେଇ ପ୍ରଶ୍ନ ଉଠିଥିଲା।  ମାମଲାକୁ ନେଇ ସରଗରମ ଆଲୋଚନା ହୋଇଥିଲା। ପୁଲିସ୍‌ ସାମ୍ନାରେ ମରଣାନ୍ତକ ଆକ୍ରମଣ ସତ୍ତ୍ୱେ ହତ୍ୟା ଉଦ୍ୟମ ଦଫା ଲାଗି ନ ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ ପରବିନ୍ଦର । ଭୁବନେଶ୍ୱରରେ ପରିବାର ସହ ରହିବାକୁ ସେ ଆଉ ସୁରକ୍ଷିତ ମଣୁ ନ ଥିବା କହିଛନ୍ତି। ପୁଲିସ୍‌ ସାମ୍ନାରେ ମାଡ଼ ସତ୍ତ୍ୱେ ହତ୍ୟା ଉଦ୍ୟମ ଦଫା ନ ଲଗାଇ କୋହଳ ଦଫା ଲଗାଯାଇଥିବାରୁ ଅଭିଯୁକ୍ତମାନେ ଅତି ସହଜରେ ଜାମିନ ପାଇଯାଇଥିବା ଅଭିଯୋଗ ମଧ୍ୟ କରିଥିଲେ।

ପରେ ସେ ନ୍ୟାୟ ପାଇଁ ଜାତୀୟ  ଓ ରାଜ୍ୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ। ଆକ୍ରମଣ ସତ୍ତ୍ୱେ ଅଭିଯୁକ୍ତଙ୍କ ବିରୋଧରେ କାହିଁକି ୩୦୭ ଧାରା ଲାଗୁ ହେଲା ନାହିଁ ବୋଲି ସେ ପ୍ରଶ୍ନ କରିଥିଲେ। ପଗଡିକୁ ପକାଇ ତାଙ୍କ ଧର୍ମକୁ ଅସମ୍ମାନ ସତ୍ତ୍ୱେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ବୋଲି ପ୍ରଶ୍ନ କରିଥିଲେ ପରବିନ୍ଦର। ତଦନ୍ତ ସଠିକ ରୂପେ କରିବା ପାଇଁ ମଧ୍ୟ ସେ ମାନବାଧିକାର କମିଶନଙ୍କ ପାଖରେ ଦାବି କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story