ଦମ୍ପତିଙ୍କୁ ଆକ୍ରମଣ କରି ଲୁଟି ନେଲେ ଟଙ୍କା, ସୁନା

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): ବୃଦ୍ଧ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା,ସୁନା ଲୁଟି ନେଲେ ଲୁଟେରା। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଜଗନ୍ନାଥ ପୁର ଗାଁରେ। ବୃଦ୍ଧ ଦମ୍ପତି ହେଲେ ଉଦୟ ନାଥ ଜେନା ଓ ତାଙ୍କ ସ୍ତ୍ରୀ ଜୟନ୍ତୀ ଜେନା। ଉଦୟଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଜୟନ୍ତୀଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଉଦୟ ଓ ତାଙ୍କ ସ୍ତ୍ରୀ ଘରେ ଶୋଇଥିବା […]

loot

loot

Tapaswini Nayak
  • Published: Friday, 01 April 2022
  • Updated: 01 April 2022, 11:17 AM IST

Sports

Latest News

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): ବୃଦ୍ଧ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା,ସୁନା ଲୁଟି ନେଲେ ଲୁଟେରା। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଜଗନ୍ନାଥ ପୁର ଗାଁରେ। ବୃଦ୍ଧ ଦମ୍ପତି ହେଲେ ଉଦୟ ନାଥ ଜେନା ଓ ତାଙ୍କ ସ୍ତ୍ରୀ ଜୟନ୍ତୀ ଜେନା। ଉଦୟଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଜୟନ୍ତୀଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଉଦୟ ଓ ତାଙ୍କ ସ୍ତ୍ରୀ ଘରେ ଶୋଇଥିବା ସମୟରେ କିଛି ଲୁଟେରା ଗ୍ରୀଲ ଭାଙ୍ଗି ଘର ଭିତରକୁ ପଶିଥିଲେ।  ଆଲମାରି ଖୋଲି ସୁନା ଗହଣା, ପଇସା ନେବାକୁ ଉଦ୍ୟମ କରୁଥିଲା ବେଳେ ବୃଦ୍ଧ ଦମ୍ପତି ଉଠି ପଡ଼ି ସେମାନଙ୍କୁ ବିରୋଧ କରିଥିଲେ। ଲୁଟେରାମାନେ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା, ସୁନା , ରୁପା ନେଇ ଚମ୍ପଟ ମାରିଥିଲେ।

ପଡ଼ୋଶୀ ଦମ୍ପତିଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଜୟନ୍ତୀଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଲୁଟେରାମାନେ ଦମ୍ପତିଙ୍କ ଘରେ ପଶିବା ପୂର୍ବରୁ ପଡ଼ୋଶୀଙ୍କୁ ବାହାର ପଟୁ କବାଟ ବନ୍ଦ କରି ଦେଇଥିଲେ। ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story