ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବାଙ୍କୀ ରେଞ୍ଜର ଖରିଆବାହାଲ ଗାଁରେ ଭାଲୁ ଆକ୍ରମଣରେ ସ୍ୱାମୀ,ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି । ଦୁହିଁଙ୍କୁ ପ୍ରଥମେ ବଣାଇ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ରାଉରକେଲାକୁ ପଠାଯାଇଛି ।
ଖରିଆବାହାଲ ଗାଁର ଜନ୍ ମୁଣ୍ଡ ଓ ସ୍ତ୍ରୀ ନିର୍ମଲ ନିଜ ଜମିକୁ ଯାଉଥିବାବେଳେ ୨ଟି ଭାଲୁ ଉଭୟଙ୍କୁ ଆକ୍ରମଣ କରିଥିଲେ । ଗୋଟିଏ ଭାଲୁ ଜନ୍ଙ୍କ ମୁଣ୍ଡକୁ ଧରି ନେଇଥିବାବେଳେ ଆଉ ଗୋଟିଏ ଭାଲୁ ତାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରୁଥିଲା । ତେବେ ଜନ୍ଙ୍କୁ ଉଦ୍ଧାର କରିବାକୁ ଯାଇ ସ୍ତ୍ରୀ ନିର୍ମଲ ମଧ୍ୟ ଭାଲୁ ଆକ୍ରମଣର ଶିକାର ହୋଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।