Advertisment

ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ତଳମୁହାଁ ହେଉଛି କରୋନା ଗ୍ରାଫ । କିନ୍ତୁ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପ୍ରତିଦିନ ୧୦ରୁ ଅଧିକ ଲୋକଙ୍କ ଜୀବନ ନେଉଛି ଏହି ମାରାତ୍ମକ ଭାଇରସ । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୪ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି […]

ଅଦ୍ୟତନ ହୋଇଛି
ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ

corona-vvirus

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ତଳମୁହାଁ ହେଉଛି କରୋନା ଗ୍ରାଫ । କିନ୍ତୁ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପ୍ରତିଦିନ ୧୦ରୁ ଅଧିକ ଲୋକଙ୍କ ଜୀବନ ନେଉଛି ଏହି ମାରାତ୍ମକ ଭାଇରସ । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୪ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

Advertisment

ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୫ ଜଣ ଥିବା ବେଳେ ସମ୍ବଲପୁରରୁ ୩, ରାୟଗଡା, ନୂଆପଡା, ଜଗତସିଂହପୁର, କଟକ, ଭୁବନେଶ୍ୱର ଓ ଅନୁଗୁଳରୁ ଜଣେ ଲେଖାଏଁ ଅଛନ୍ତି ।
ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩, ୧୫,୨୭୧ରେ ପହଞ୍ଚିଥିବା ବେଳେ ୩୦୬୭୨୬ ଜଣ ସୁସ୍ଥ ହୋଇସାରିଲେଣି। ରାଜ୍ୟରେ ଏବେ ୬୮୨୧ ଆକ୍ଟିଭ କେସ୍‌ ଥିବା

Advertisment

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe