ରାଜ୍ୟରେ ୩ ଜିଲ୍ଲାରୁ ଆଉ ୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋଟଆର): ରାଜ୍ୟରେ ଧୀରେ ଧୀରେ କମୁଛି କରୋନାର କୋପ  । ପ୍ରତିଦିନ ୫ଶହ ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୫ରୁ ୬ ମଧ୍ୟରେ ରହୁଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩ ଜିଲ୍ଲାରୁ ଆଉ ୫ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା […]

covid-death

covid-death

Madhupriya Mistry
  • Published: Sunday, 13 December 2020
  • Updated: 13 December 2020, 12:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋଟଆର): ରାଜ୍ୟରେ ଧୀରେ ଧୀରେ କମୁଛି କରୋନାର କୋପ  । ପ୍ରତିଦିନ ୫ଶହ ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୫ରୁ ୬ ମଧ୍ୟରେ ରହୁଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩ ଜିଲ୍ଲାରୁ ଆଉ ୫ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୦୭ରେ ପହଞ୍ଚିଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଅଛନ୍ତି । ଭୁବନେଶ୍ୱରରୁ ଜେଣ ୫୯ ବର୍ଷୀୟ ବ୍ୟକ୍ତି କରୋନାରେ ଆଖିବୁଜିଛନ୍ତି। ସେ ଡାଇବେଟିସ ରୋଗରେ ପୀଡିତ ଥିଲେ । ସେହିପରି ଖୋର୍ଦ୍ଧାରୁ ୬୪ ବର୍ଷୀୟ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ତାଙ୍କର ମଧ୍ୟ ଡାଇବେଟିସ ସହ ଅନ୍ୟାନ୍ୟ ସମସ୍ୟା ରହିଥିଲା ।

ଅନ୍ୟପେଟ ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ସେମାନଙ୍କ ବୟସ ଯଥାକ୍ରମେ ୫୮ ଓ ୬୮ ରହିଛି । ଉଭୟ ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡିତ ଥିଲେ । ସେହିପରି ସୁନ୍ଦରଗଡ ଜିଲ୍ଲାରୁ ମଧ୍ୟ ଜଣେ ୫୯ ବର୍ଷୀୟ ବ୍ୟକ୍ତି କରୋନାରେ ପ୍ରାଣ ହରାଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ଯାଏଁ ମୋଟ୍ ୩୨୩୭୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୮୬୮୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story