ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମଧୁମେହ କରୋନା ଆକ୍ରାନ୍ତଙ୍କୁ ଡାକ୍ତର ଅନୁଜ ବଳିୟାରସିଂହଙ୍କ ପରାମର୍ଶ। ସଂକ୍ରମଣ ଭୟ ଉଭୟ ସାଧାରଣ ରୋଗୀ ଓ ମଧୁମେହ ରୋଗୀଙ୍କ ପାଇଁ ସମାନ। କିନ୍ତୁ ଡାଇବେଟିସ୍ ନିୟନ୍ତ୍ରଣ ନଥିଲେ କରୋନା ସଂକ୍ରମଣ ସମ୍ଭାବନା ଅଧିକ ରହିଛି। କରୋନା ଆକ୍ରାନ୍ତ ଡାଇବେଟିସ୍ ରୋଗୀ ସୁଗାର ନିୟନ୍ତ୍ରଣରେ ରଖିବା ଜରୁରୀ। ଯଦି ସଂକ୍ରମିତ ହୁଏ, ତେବେ ସୁଗାର, ବିପି ନିୟନ୍ତ୍ରଣରେ ଅଛି କି ନାହିଁ ଦେଖିବେ। ସୁଗାର ଓ ବିପି ନିୟନ୍ତ୍ରଣରେ ଥିଲେ ହୋମ୍ ଆଇସୋଲେସନରେ ରହିପାରିବେ।
କରୋନା ଆକ୍ରାନ୍ତ ଯୋଗୁଁ ମାନସିକ ଚାପ ବଢୁଥିବାରୁ ସୁଗାର ବଢ଼ିପାରେ। କରୋନା ଆକ୍ରାନ୍ତ ଡାଇବେଟିସ୍ ରୋଗୀ ଇନସୁଲିନ୍ ନେବା ଉଚିତ୍। ସେହିପରି ସିଭିୟର କରୋନା ଥିଲେ, ହୃତ ସ୍ପନ୍ଦନ ବେଶି ବଢ଼ିଯିବାର ସମ୍ଭାବନା ଅଛି । ମୁଣ୍ଡ ବୁଲାଇବା ଲକ୍ଷଣ ଦେଖିଲେ ସେମାନେ ତୁରନ୍ତ ଡାକ୍ତରଙ୍କୁ ଦେଖାନ୍ତୁ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।