୨୧ରୁ ବିନା କୋଭିଡ଼ ରିପୋର୍ଟରେ ମହାପ୍ରଭୁଙ୍କ ଦର୍ଶନ: ଏହି ଦିନ ସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାନୁଆରୀ ୨୧ରୁ ଶ୍ରୀମନ୍ଦିରରେ ବିନା କୋଭିଡ଼ ରିପୋର୍ଟରେ ଦର୍ଶନ କରିପାରିବେ ଭକ୍ତ। ନିର୍ବିଘ୍ନ ଦର୍ଶନ ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। କୋଭିଡ଼ ନେଗେଟିଭ ରିପୋର୍ଟ ବିନା ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ପ୍ରତିଦିନ ୩୦ ହଜାର ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି। ୩୦ ହଜାରରୁ ଊର୍ଦ୍ଧ୍ୱ ହେଲେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଶ୍ରଦ୍ଧାଳୁଙ୍କୁ କେବଳ ସିଂହଦ୍ୱାର ବ୍ୟାରିକେଡ଼ ଦେଇ ଭିତରକୁ ଛଡ଼ାଯିବ। ଥର୍ମାଲ ସ୍କ୍ରିନିଂ କରାଯିବ; […]

puri1

puri1

Tapas Behera
  • Published: Sunday, 17 January 2021
  • Updated: 17 January 2021, 04:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାନୁଆରୀ ୨୧ରୁ ଶ୍ରୀମନ୍ଦିରରେ ବିନା କୋଭିଡ଼ ରିପୋର୍ଟରେ ଦର୍ଶନ କରିପାରିବେ ଭକ୍ତ। ନିର୍ବିଘ୍ନ ଦର୍ଶନ ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।

କୋଭିଡ଼ ନେଗେଟିଭ ରିପୋର୍ଟ ବିନା ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ପ୍ରତିଦିନ ୩୦ ହଜାର ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି। ୩୦ ହଜାରରୁ ଊର୍ଦ୍ଧ୍ୱ ହେଲେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଶ୍ରଦ୍ଧାଳୁଙ୍କୁ କେବଳ ସିଂହଦ୍ୱାର ବ୍ୟାରିକେଡ଼ ଦେଇ ଭିତରକୁ ଛଡ଼ାଯିବ। ଥର୍ମାଲ ସ୍କ୍ରିନିଂ କରାଯିବ; ମାସ୍କ, ସାନିଟାଇଜକୁ ଗୁରୁତ୍ୱ ଦିଆଯିବ।  ଶ୍ରୀମନ୍ଦିର ସାନିଟାଇଜ ପାଇଁ ପ୍ରତି ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ।

ବ୍ୟବସ୍ଥା ମୁତାବକ ସକାଳ ୭ଟାରୁ ସର୍ବସାଧାରଣ ଦର୍ଶନ ଜାରି ରହିବ। ତେବେ ସକାଳ ୬ରୁ ୭ଟା ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଥିବା ବେଳେ ପୁରୀବାସୀ ନିଜ ନିଜର ପରିଚୟ ପତ୍ର ଦେଖାଇ ସିଂହଦ୍ୱାର ଦେଇ ପ୍ରବେଶ କରିବେ।

ଏଥିସହ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ୱତନ୍ତ୍ର ଧାଡିରେ ଦର୍ଶନର ବ୍ୟବସ୍ଥା କରାଯିବାକୁ ଥିବାବେଳେ ୨୧ତାରିଖ ଠାରୁ ନେଗେଟିଭ ରିପୋର୍ଟ ଦର୍ଶନ ପାଇଁ ବାଧ୍ୟତା ମୂଳକ ନୁହେଁ। ସେହିପରି ପ୍ରତି ରବିବାର ସାଧାରଣ ଦର୍ଶନ ବନ୍ଦ ରଖାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ସେହିଦିନ ଶ୍ରୀମନ୍ଦିର ସାନିଟାଇଜ କରାଯିବ।

ଗତ ୨୬ ତାରିଖରୁ ଆଜି ପର୍ଯ୍ୟନ୍ତ ୧ଲକ୍ଷ ୨୫ହଜାର ୪୧୧ଜଣ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିଥିବାବେଳେ ଆଗାମୀ ଦିନରେ ୨୧ତାରିଖ ରୁ ପ୍ରତିଦିନ ପାଖାପାଖି ୩୦ ହଜାର ଭକ୍ତ ଦର୍ଶନ କରିବା ନେଇ ପ୍ରଶାସନ ପକ୍ଷରୁ ବର୍ତ୍ତମାନ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ଆବଶ୍ୟକ ପଡିଲେ ଅଧିକ ଭକ୍ତ ଆସିଲେ ସ୍ୱତନ୍ତ୍ର ବ୍ୟାପକ ବନ୍ଦୋବସ୍ତ ଗ୍ରହଣ କରାଯିବ ବୋଲି ପୁରୀ ଜିଲ୍ଲାପାଳ ବୈଠକ ପରେ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story