ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ମନ୍ତ୍ରୀ ସମୀର ଦାଶଙ୍କ ନାଁରେ ଥାନାରେ ମାମଲା

ପୁରୀ (ଓଡ଼ିଶା ରିପୋର୍ଟର): ମନ୍ତ୍ରୀ ଓ ବିଧାୟକଙ୍କ ନାଁରେ କୋଭିଡ୍-19 ଆଇନ୍ ଉଲ୍ଲଂଘନ ଅଭିଯୋଗ । ଏନେଇ ମନ୍ତ୍ରୀ ସମୀର ଦାଶ ଓ ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ନାଁରେ ଥାନାରେ ଏତଲା ହୋଇଛି। ପୁରୀ ଜିଲ୍ଲାର ବିଜେପି ଯୁବମୋର୍ଚ୍ଚା ସଭାପତି ଜୟନ୍ତ ଦାଶ ଓ ଶ୍ରୀଜଗନ୍ନାଥ ସେନା ସମୁଦ୍ର କୂଳ ଥାନାରେ ଏତଲା ଦେଇଛନ୍ତି । ଏତଲା ଅନୁସାରେ କିଛି ଦିନ ତଳେ ସମୀର ଦାଶ ଓ ଉମାକାନ୍ତ ସାମନ୍ତରାୟ କରୋନା ପଜିଟିଭ୍ ଭାବେ ଚିହ୍ନଟ […]

6bnm

6bnm

Tapas Behera
  • Published: Monday, 05 October 2020
  • Updated: 05 October 2020, 03:36 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ମନ୍ତ୍ରୀ ଓ ବିଧାୟକଙ୍କ ନାଁରେ କୋଭିଡ୍-19 ଆଇନ୍ ଉଲ୍ଲଂଘନ ଅଭିଯୋଗ । ଏନେଇ ମନ୍ତ୍ରୀ ସମୀର ଦାଶ ଓ ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ନାଁରେ ଥାନାରେ ଏତଲା ହୋଇଛି। ପୁରୀ ଜିଲ୍ଲାର ବିଜେପି ଯୁବମୋର୍ଚ୍ଚା ସଭାପତି ଜୟନ୍ତ ଦାଶ ଓ ଶ୍ରୀଜଗନ୍ନାଥ ସେନା ସମୁଦ୍ର କୂଳ ଥାନାରେ ଏତଲା ଦେଇଛନ୍ତି । ଏତଲା ଅନୁସାରେ କିଛି ଦିନ ତଳେ ସମୀର ଦାଶ ଓ ଉମାକାନ୍ତ ସାମନ୍ତରାୟ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଥିଲେ।   ଏହାସତ୍ତ୍ୱେ  ଦୁଇ ଜଣ ଗତକାଲି ଦିବଂଗତ ବିଧାୟକ ମହାରଥୀଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିଥିଲେ । ଶହ ଶହ ଲୋକଙ୍କ ଗହଣରେ ପୁରୀ ସ୍ୱର୍ଗଦ୍ୱାରରେ ମହାରଥୀଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ ମଧ୍ୟ ସାମିଲ ହୋଇଥିଲେ । ଏହାଦ୍ୱାରା ବ୍ୟାପକ ସଂକ୍ରମଣ ଆଶଙ୍କା ରହିଥିବା ଅଭିଯୋଗ କରି ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏତଲା ଦେଇଛନ୍ତି।  ପୁରୀ ଏସପି ଅଖିଳେଶ୍ୱର ସିଂ କହିଛନ୍ତି, ଘଟଣାର ତଦନ୍ତ ଚାଲିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story