ବିଜେପି ମିଶ୍ରଣ ପର୍ବରେ କ’ଣ ହୋଇଥିଲା ? ପୁଣି ଆସିଲା ଅଭିଯୋଗ

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ସାଂସଦ ଅପରାଜିତାଙ୍କ ନାଁରେ ପୁଣି ଅଭିଯୋଗ। ତାଙ୍କ ନାଁରେ କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ କରିଥିବା ଖୋର୍ଦ୍ଧା ବୋଲଗଡ଼ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ବିଜେପି ମିଶ୍ରଣ ପର୍ବରେ ସାଂସଦ ଗାଇଡ ଲାଇନ୍ ମାନି ନାହାନ୍ତି। ବେଗୁନିଆର ପାଟପୁରରେ ମିଶ୍ରଣ ପର୍ବ ବେଳେ ଗାଇଡ୍ ଲାଇନ୍ ଭାଙ୍ଗିଛନ୍ତି। ସାଂସଦ ଉପସ୍ଥିତ ଥିବା ମିଶ୍ରଣ ପର୍ବରେ ଶହ ଶହ ଲୋକ ମାସ୍କ ପିନ୍ଧି ନଥିଲେ। ଏନେଇ ରାଇମୋହନ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତି ଥାନାରେ […]

aparajita-sadangi

aparajita-sadangi

Tapas Behera
  • Published: Sunday, 11 October 2020
  • Updated: 11 October 2020, 09:45 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ସାଂସଦ ଅପରାଜିତାଙ୍କ ନାଁରେ ପୁଣି ଅଭିଯୋଗ। ତାଙ୍କ ନାଁରେ କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ କରିଥିବା ଖୋର୍ଦ୍ଧା ବୋଲଗଡ଼ ଥାନାରେ ଅଭିଯୋଗ ହୋଇଛି।

ଅଭିଯୋଗ ଅନୁସାରେ, ବିଜେପି ମିଶ୍ରଣ ପର୍ବରେ ସାଂସଦ ଗାଇଡ ଲାଇନ୍ ମାନି ନାହାନ୍ତି। ବେଗୁନିଆର ପାଟପୁରରେ ମିଶ୍ରଣ ପର୍ବ ବେଳେ ଗାଇଡ୍ ଲାଇନ୍ ଭାଙ୍ଗିଛନ୍ତି। ସାଂସଦ ଉପସ୍ଥିତ ଥିବା ମିଶ୍ରଣ ପର୍ବରେ ଶହ ଶହ ଲୋକ ମାସ୍କ ପିନ୍ଧି ନଥିଲେ। ଏନେଇ ରାଇମୋହନ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତି ଥାନାରେ ଅଭିଯୋଗ କରିଛନ୍ତି। ସୂଚନାଥାଉକି, ଆଗରୁ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟକୁ BMC ସିଲ୍ କରିଥିଲା। BMCର ଏକ ଟିମ୍‌ ପଳାସପଲ୍ଲୀରେ ଥିବା ସାଂସଦ ଅପରାଜିତାଙ୍କ ଅଫିସ୍‌ରେ ପହଞ୍ଚି ୧୫ ଦିନ ପାଇଁ ଅଫିସ୍‌କୁ ସିଲ୍‌ କରିଥିଲା।

ଗତ ୮ ତାରିଖ ଦିନ ନିଜ ଜନ୍ମଦିନ ପାଳନ ବେଳେ ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଯେଉଁଥିରେ ସାଂସଦ ନିଜେ କିମ୍ବା ଅନ୍ୟ ମହିଳାମାନେ ମାସ୍କ ପିନ୍ଧି ନ ଥିଲେ ଏବଂ ସାମାଜିକ ଦୂରତା ମାନି ନ ଥିବା ମଧ୍ୟ ଅଭିଯୋଗ ହୋଇଥିଲା। ଏନେଇ କେନ୍ଦ୍ରକୁ ଫେରାଦ ହୋଇଥିଲା ରାଜ୍ୟ।

ପ୍ରଧାନମନ୍ତ୍ରୀ କୋଭିଡ଼ ନିୟମ କରିଛନ୍ତି, ଆମେ ସମସ୍ତେ ପାଳନ କରିବା। ଆଇନ୍  ସମସ୍ତଙ୍କ ପାଇଁ ସମାନ, ହଇରାଣ କରନ୍ତୁନି। ଆକ୍ରୋଶମୂଳକ ମନୋଭାବ ରଖାନଯାଉ ବୋଲି କହିଥିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story