ଗଞ୍ଜାମରେ କୋଭିଡ୍ ସଂକ୍ରମଣ କମୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ କୋଭିଡ-୧୯ ସଂକ୍ରମଣ ହାର କ୍ରମାଗତ ଭାବେ ହ୍ରାସ ପାଉଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାରଠୁ ଅଧିକ ରହିଛି ଓ ଜିଲ୍ଲାର ୮୫ ପ୍ରତିଶତ ଗାଁ ଏବେ ଗ୍ରୀନ୍ ଜୋନରେ ଅଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବ୍ରହ୍ମପୁରରେ ୩୦୦ ବେଡ୍ ବିଶିଷ୍ଟ ଆଉ ୨ଟି କୋଭିଡ୍ ହସ୍ପିଟାଲକୁ ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଯେପର୍ଯ୍ୟନ୍ତ ଟୀକା ବା […]

naveen

naveen

Manoranjan Sial
  • Published: Saturday, 01 August 2020
  • Updated: 01 August 2020, 10:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ କୋଭିଡ-୧୯ ସଂକ୍ରମଣ ହାର କ୍ରମାଗତ ଭାବେ ହ୍ରାସ ପାଉଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାରଠୁ ଅଧିକ ରହିଛି ଓ ଜିଲ୍ଲାର ୮୫ ପ୍ରତିଶତ ଗାଁ ଏବେ ଗ୍ରୀନ୍ ଜୋନରେ ଅଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବ୍ରହ୍ମପୁରରେ ୩୦୦ ବେଡ୍ ବିଶିଷ୍ଟ ଆଉ ୨ଟି କୋଭିଡ୍ ହସ୍ପିଟାଲକୁ ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଯେପର୍ଯ୍ୟନ୍ତ ଟୀକା ବା ନିର୍ଦ୍ଧିଷ୍ଟ ଚିକିତ୍ସା ପଦ୍ଧତି ନବାହାରିଛି ସେପର୍ଯ୍ୟନ୍ତ କରୋନା ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢ଼େଇର ଏକମାତ୍ର ଉପାୟ ହେଉଛି ମାସ୍କ ବ୍ୟବହାର, ସାମାଜିକ ଦୂରତ୍ୱ ଓ ସରକାରଙ୍କ କୋଭିଡ୍ ନିୟମ ପାଳନ। ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆତ୍ମସନ୍ତୋଷର କୌଣସି ସ୍ଥାନ ନାହିଁ। ସେ ଏହି ଅବସରରେ ଜନସାଧାରଣଙ୍କୁ ପରାମର୍ଶ ଦେଇ କହିଛନ୍ତି ଯେ କୋଭିଡ୍ ନିୟମାବଳୀକୁ ହାଲକା ଭାବେ ନନେଇ ଏହାର ଗୁରୁତ୍ୱକୁ ଭଲ ଭାବେ ବୁଝନ୍ତୁ। ନିଜର ଓ ନିଜ ପରିବାର ସୁରକ୍ଷା ଦୃଷ୍ଟିରୁ ସବୁ କୋଭିଡ୍ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବା ଓ ଗହଳିକୁ ନଯିବା ପାଇଁ ନିବେଦନ କରିଛନ୍ତି। କୋଭିଡ୍ ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠା ଓ ଗଞ୍ଜାମର ଜନସାଧାରଣଙ୍କ ସହଯୋଗୁ ଗଞ୍ଜାମ ଜିଲ୍ଲା ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢ଼େଇ ଜାରି ରଖିଛି।

ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ଯେ, ସାମାଜିକ ଦୂରତ୍ୱ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଗୁରୁତ୍ୱ ଦେବା ଉଚିତ୍। ସେହିପରି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ଯେ, ବ୍ରହ୍ମପୁରରେ ଏହି ଦୁଇଟି ହସ୍ପିଟାଲ ଜିଳ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story