କଟକଣାରେ ବସିବ ବିଧାନସଭା, ସମସ୍ତଙ୍କର ହେବ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା କୋପ କମିଥିଲେ ବି ବିଧାନସଭା ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ କଟକଣାରେ ଚାଲିବ। ପୂର୍ବରୁ ଯେଉଁ ବ୍ୟବସ୍ଥା ରହିଥିଲା, ଯେଉଁ ନିୟମ ଲାଗୁ ହେଉଥିଲା, ଏବେ ବି ସେହି ବ୍ୟବସ୍ଥା ରହିବ। ଅଧିବେଶନ ପୂର୍ବରୁ ସମସ୍ତଙ୍କର କୋଭିଡ୍ ଟେଷ୍ଟ ହେବ। ଆଜି ବସିଥିବା ସର୍ବଦଳୀୟ ବୈଠକରେ ଏପରି ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ବଜେଟ ଅଧିବେଶର ପୂର୍ବରୁ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭା ସର୍ବଦଳୀୟ […]

Odisha Assembly

Odisha Assembly

Niharika Rout
  • Published: Tuesday, 15 March 2022
  • Updated: 15 March 2022, 01:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା କୋପ କମିଥିଲେ ବି ବିଧାନସଭା ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ କଟକଣାରେ ଚାଲିବ। ପୂର୍ବରୁ ଯେଉଁ ବ୍ୟବସ୍ଥା ରହିଥିଲା, ଯେଉଁ ନିୟମ ଲାଗୁ ହେଉଥିଲା, ଏବେ ବି ସେହି ବ୍ୟବସ୍ଥା ରହିବ। ଅଧିବେଶନ ପୂର୍ବରୁ ସମସ୍ତଙ୍କର କୋଭିଡ୍ ଟେଷ୍ଟ ହେବ। ଆଜି ବସିଥିବା ସର୍ବଦଳୀୟ ବୈଠକରେ ଏପରି ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ।

ବଜେଟ ଅଧିବେଶର ପୂର୍ବରୁ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭା ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। କଂଗ୍ରେସ ବିଧାୟକ  ଦଳ ନେତା ନରସିଂହ ମିଶ୍ର, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ହୋଇଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ, ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ବୈଠକରେ ସାମିଲ ହୋଇଥିଲେ। ସୁରୁଖୁରୁରେ ବିଧାନସଭା ଅଧିବେଶନ ଚଳାଇବାକୁ ବୈଠକରେ ଆଲୋଚନା ହୋଇଛି।

ବିଧାନସଭା ବଜେଟ ଅଧିବେଶନ ୬ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ପ୍ରଥମ ଦିନ ରାଜ୍ୟପାଳ ଅଭିଭାଷଣ ରଖିବେ। ପରେ ମୁଲତବୀ ନୋଟିସରେ କ’ଣ ଆଲୋଚନା ହେବ ତାହା ଉପରେ ମଧ୍ୟ ବିସ୍ତୃତ ଭାବେ ଚର୍ଚ୍ଚା ହୋଇଥିଲା।

ଆଗକୁ ପୌର ନିର୍ବାଚନ ଥିବାରୁ ଏଥର ୪ ମାସିଆ ବଜେଟ ଆସିବ। ଏହାପରେ ଜୁନ, ଜୁଲାଇରେ ପୂର୍ଣ୍ଣାଙ୍ଗ ବଜେଟ ଆସିବ। ଏବେ ବଜେଟରେ ସ୍ୱାସ୍ଥ୍ୟ, ଶିକ୍ଷା, ଭିତ୍ତିଭୂମି ଉପରେ ଗୁରୁତ୍ୱ ଦିଆଯିବ।

ଆସନ୍ତା ୨୪ ତାରିଖରେ ପୌର ନିର୍ବାଚନ  ଅଛି। ତେଣୁ ଚଳିତ ଥର ବଜେଟ ଅଧିବେଶନର ୧୦ ଦିନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story