ପାଉଡ଼ି ଭୂୟାଁ ଜନଜାତି ଲୋକଙ୍କର ଚାଲିଛି କୋଭିଡ୍ ଟେଷ୍ଟ

ସୁନ୍ଦରଗଡ଼(ପବନ ତିୱାରୀ): ସୁନ୍ଦରଗଡ଼ ଜିଲ୍ଲାର ବଣାଇଁ ଉପଖଣ୍ଡ ଅଞ୍ଚଳରେ ବସବାସ କରୁଥିବା ପାଉଡ଼ି ଭୂୟାଁ ସମ୍ପ୍ରଦାୟର ଲୋକମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହି ଚେନ ଭାଙ୍ଗିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ଟେଷ୍ଟିଂ, ଆଇସୋଲେସନ ଓ ଚିକିତ୍ସା ଉପରେ ଗୁରୁତ୍ୱ ଦିଆଯାଉଛି। ପାଉଡ଼ି ଭୂୟାଁ ସଂପ୍ରଦାୟର ଲୋକେ ରହୁଥିବା ଅଞ୍ଚଳରେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୧୫ଟି ଗାଁରେ ଏହି ପରୀକ୍ଷା କରାଯାଇଛି। ପଲ୍‌ସ ଅକ୍ସିମିଟର […]

bonai

bonai

Manoranjan Sial
  • Published: Saturday, 22 May 2021
  • Updated: 22 May 2021, 09:25 PM IST

Sports

Latest News

ସୁନ୍ଦରଗଡ଼(ପବନ ତିୱାରୀ): ସୁନ୍ଦରଗଡ଼ ଜିଲ୍ଲାର ବଣାଇଁ ଉପଖଣ୍ଡ ଅଞ୍ଚଳରେ ବସବାସ କରୁଥିବା ପାଉଡ଼ି ଭୂୟାଁ ସମ୍ପ୍ରଦାୟର ଲୋକମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହି ଚେନ ଭାଙ୍ଗିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ଟେଷ୍ଟିଂ, ଆଇସୋଲେସନ ଓ ଚିକିତ୍ସା ଉପରେ ଗୁରୁତ୍ୱ ଦିଆଯାଉଛି।

ପାଉଡ଼ି ଭୂୟାଁ ସଂପ୍ରଦାୟର ଲୋକେ ରହୁଥିବା ଅଞ୍ଚଳରେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୧୫ଟି ଗାଁରେ ଏହି ପରୀକ୍ଷା କରାଯାଇଛି। ପଲ୍‌ସ ଅକ୍ସିମିଟର ଓ ଥର୍ମାଲ ସ୍କାନର ସାହାଯ୍ୟରେ ସଂପୃକ୍ତ ଅଞ୍ଚଳରେ ଲୋକମାନଙ୍କର ଅକ୍ସିଜେନ୍ ଓ ତାପମାତ୍ରା ସ୍ତର ରେକର୍ଡ କରାଯାଉଛି। ରାପିଡ୍ ରେସପନ୍ସ ଟିମ୍ (ଆରଆରଟି) ଘରକୁ ଘର ବୁଲି ଲୋକମାନଙ୍କର ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରୁଛନ୍ତି।

କୋଭିଡ୍ ପଜିଟିଭ୍ ଚିହ୍ନଟ ହେଉଥିବା ବ୍ୟକ୍ତିଙ୍କୁ ଆଇସୋଲେସନରେ ରଖିବା ଲାଗି ପ୍ରଶାସନ ପକ୍ଷରୁ ସଂପୃକ୍ତ ଅଞ୍ଚଳରେ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର (ଟିଏମସି) କରାଯାଇଛି। ଯଦି କୌଣସି ବ୍ୟକ୍ତିଙ୍କର ଅଧିକ ଚିକିତ୍ସା ଆବଶ୍ୟକ ପଡ଼େ ତାଙ୍କୁ କୋଭିଡ୍ ହସ୍ପିଟାଲକୁ ନେବା ପାଇଁ ସ୍ୱତନ୍ତ୍ର ଆମ୍ବୁଲାନ୍ସ ପ୍ରସ୍ତୁତ ହୋଇ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story