ରାଜଧାନୀରେ କମୁଛି ସଂକ୍ରମଣ

ଭୁବନେଶ୍ୱର: (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ କରୋନା ସଂକ୍ରମଣ କମୁଛି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ କରୋନା  ସମ୍ପର୍କିତ ସୂଚନା ଦେଇ ଶ୍ରୀ ଚୌଧୁରୀ କହିଛନ୍ତି, ୧୫ ଶହରୁ ୧୬ ଶହ ଅର୍ଥାତ୍ ପ୍ରାୟ ୭୫% ହୋମ୍ ଆଇସୋଲେସନରେ ଅଛନ୍ତି। ଭୁବନେଶ୍ୱରରେ ବିଭିନ୍ନ ହସ୍ପିଟାଲରେ ଶହେରୁ ଅଧିକ ଆଇସିୟୁ ବେଡ୍ ଖାଲି ଅଛି। ଦୈନିକ ୩୦ରୁ ୩୫ ରୋଗୀଙ୍କୁ ଫାଭିପିରାଭିର୍ ଦିଆଯାଉଛି ବୋଲି କମିଶନର ସୂଚନା ଦେଇଛନ୍ତି। ଅନ୍ୟପଟେ […]

corona

corona

Tapas Behera
  • Published: Wednesday, 28 October 2020
  • Updated: 28 October 2020, 06:19 PM IST

Sports

Latest News

ଭୁବନେଶ୍ୱର: (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ କରୋନା ସଂକ୍ରମଣ କମୁଛି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ କରୋନା  ସମ୍ପର୍କିତ ସୂଚନା ଦେଇ ଶ୍ରୀ ଚୌଧୁରୀ କହିଛନ୍ତି, ୧୫ ଶହରୁ ୧୬ ଶହ ଅର୍ଥାତ୍ ପ୍ରାୟ ୭୫% ହୋମ୍ ଆଇସୋଲେସନରେ ଅଛନ୍ତି। ଭୁବନେଶ୍ୱରରେ ବିଭିନ୍ନ ହସ୍ପିଟାଲରେ ଶହେରୁ ଅଧିକ ଆଇସିୟୁ ବେଡ୍ ଖାଲି ଅଛି। ଦୈନିକ ୩୦ରୁ ୩୫ ରୋଗୀଙ୍କୁ ଫାଭିପିରାଭିର୍ ଦିଆଯାଉଛି ବୋଲି କମିଶନର ସୂଚନା ଦେଇଛନ୍ତି। ଅନ୍ୟପଟେ ଭୁବନେଶ୍ୱରରେ ୧୧୦ କରୋନା ପଜିଟିଭ୍‌ ହୋଇଛନ୍ତି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ କ୍ୱାରେଣ୍ଟିନ୍‌ କେସ୍‌ ଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୭୭। ସେହିପରି ଦିନକରେ ୨୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଏମ୍‌ସି ସୂଚନା ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story