ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୧୪ ଲୋକାଲ୍‌ କେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୩ କ୍ୱାରେଣ୍ଟାଇନ୍‌ରୁ ଓ ୧୧୪ ଲୋକାଲ କେସ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇଛି।ଏହାଛଡ଼ା ଆଜି ୧୭୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 24th Aug 2020(till 9am). Further contact tracing […]

bbsr

Manoranjan Sial
  • Published: Monday, 24 August 2020
  • , Updated: 24 August 2020, 06:45 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୩ କ୍ୱାରେଣ୍ଟାଇନ୍‌ରୁ ଓ ୧୧୪ ଲୋକାଲ କେସ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇଛି।ଏହାଛଡ଼ା ଆଜି ୧୭୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1297880523801366530?s=20

ଜାଗମରାରେ ଏକ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସିଆରପିଏଫ୍‌ କ୍ୟାମ୍ପସରୁ ୫, ଝାରପଡ଼ାରୁ ୮, ଖଣ୍ଡଗିରିରୁ ୪, ନୀଳାଦ୍ରି ବିହାରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୭୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୫୬୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୨୯୯୪ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Related story