ରାଜ୍ୟରେ କମୁଛି କରୋନା ମୃତ୍ୟୁ, ଆଖି ବୁଜିଲେ ଆଉ ୫

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଗାତର କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏଥିସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ଖସିବାରେ ଲାଗିଛି । ୩ରୁ ୪ ଦିନ ଧରି ୧୦ ତଳେ କରୋନା ମୃତକ ଚିହ୍ନଟ ହେଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୬୦ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ […]

2-corona-22

2-corona-22

Madhupriya Mistry
  • Published: Friday, 04 December 2020
  • Updated: 04 December 2020, 12:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଗାତର କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏଥିସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ଖସିବାରେ ଲାଗିଛି । ୩ରୁ ୪ ଦିନ ଧରି ୧୦ ତଳେ କରୋନା ମୃତକ ଚିହ୍ନଟ ହେଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୬୦ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଆଜିର ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ସର୍ବାଧିକ ୨ ଜଣ ଅଛନ୍ତି । ସେହିପରି ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ଜଣେ ଲେଖାଏଁ କୋରାନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨୦୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୫୮ଟି ସକ୍ରିୟ କେସ୍‌ ରହିଥିବା ବେଳେ ୩୧୪୦୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story