Advertisment

୩ ଜିଲ୍ଳାରୁ ଆଖି ବୁଜିଲେ ୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି କରୋନା ନେଲା ମୁଣ୍ଡ । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କିମିଛି କିନ୍ତୁ  ବ୍ରେକ ଲାଗୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ମୃତକଙ୍କ ମଧ୍ୟରେ […]

ପରିବାର ଲୋକେ ଅନ୍ତିମ ସଂସ୍କାର କରି ଦେଇଥିଲେ, ୧୫ ଦିନ ପରେ ଘରକୁ ଫେରିଲେ ମହିଳା

deceased person

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି କରୋନା ନେଲା ମୁଣ୍ଡ । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କିମିଛି କିନ୍ତୁ  ବ୍ରେକ ଲାଗୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

Advertisment

ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ଜଣେ, ଖୋର୍ଦ୍ଧାରୁ ଜଣେ ଓ ସୁନ୍ଦରଗଡରୁ ଜଣେ ଅଛନ୍ତି । ଏମାନେ ସମସ୍ତ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ।

ରାଜ୍ୟରେ ଏଯାଏଁ ମୋଟ ୩୨୭୨୭୯ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୨୩୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe