ଲୋଡା ନାହିଁ ନେଗେଟିଭ ରିପୋର୍ଟ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ କାଳିଆ ଦର୍ଶନ ପାଇଁ କୋହଳ ହେଲା କଟକଣା। ଆସନ୍ତା ୨୧ରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ । ଏନେଇ ଆଜି ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ସମୀକ୍ଷା ବୈଠକରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ନୀତି ନିୟମ ନିର୍ଦ୍ଧାରଣ ହୋଇଛି। ବୟସ୍କ ବ୍ୟକ୍ତିଙ୍କ ଦର୍ଶନ ପାଇଁ ଧାଡି ବ୍ୟବସ୍ଥା କରାଯିବ। ଏବେ ଦର୍ଶନ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ଦରକାର […]

puri-temple-2

puri-temple-2

Madhupriya Mistry
  • Published: Sunday, 10 January 2021
  • Updated: 10 January 2021, 03:28 PM IST

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ କାଳିଆ ଦର୍ଶନ ପାଇଁ କୋହଳ ହେଲା କଟକଣା। ଆସନ୍ତା ୨୧ରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ । ଏନେଇ ଆଜି ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର।

ସମୀକ୍ଷା ବୈଠକରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ନୀତି ନିୟମ ନିର୍ଦ୍ଧାରଣ ହୋଇଛି। ବୟସ୍କ ବ୍ୟକ୍ତିଙ୍କ ଦର୍ଶନ ପାଇଁ ଧାଡି ବ୍ୟବସ୍ଥା କରାଯିବ। ଏବେ ଦର୍ଶନ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ଦରକାର ପଡୁଥିବା ବେଳେ ଜାନୁଆରୁ ୨୧ରୁ ଏହି ରିପୋର୍ଟ ଆଉ ଦରକାର ପଡିବ ନାହିଁ। ଏଥିସହ ସକାଳ ୭ରୁ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ରହିବ । ଦୈନିକ ୩୦ ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ମିଳିବ।

ତେବେ ସକାଳ ୬ଟାରୁ ୭ଟା ପର୍ଯ୍ୟନ୍ତ ପୁରୀ ସହରବାସୀ ମହାପ୍ରଭୁଙ୍କ ଦର୍ଶନ ସୁବିଧା ପାଇବେ । ୭ଟା ପରେ ସାଧାରଣ ଦର୍ଶନ ଆରମ୍ଭ ହେବ । ଅନ୍ୟ ସମୟରେ ପୁରୀ ସହରବାସୀ ଚାହିଁଲେ ଧାଡିରେ ଆସି ଦର୍ଶନ କରିପାରିବେ। ଏ ସମସ୍ତ ନିୟମ ଜାନୁଆରୀ ୨୧ରୁ ଫେବ୍ରୁଆରୀ ୨୧ ଯାଏଁ ଲାଗୁ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ତେବେ ପୂର୍ବଭଳି ଆନନ୍ଦ ବଜାରରେ ମହାପ୍ରସାଦ ସେବନକୁ ଅନୁମତି ମିଳିନାହିଁ।

ସେହିଭଳି ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି, ରବିବାର ଦିନ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ମନ୍ଦିର ସାନିଟାଇଜ କରିବାକୁ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story