ଚୌଦ୍ୱାର (ପ୍ରକାଶ କୁମାର ନାୟକ): କଟକ ଜିଲ୍ଲା ଚୌଦ୍ୱାରର ଧୁମାବତୀ ଛକରୁ ଆଜି ସକାଳେ ପୁଲିସ୍ ଏକ ଗୋରୁ ବୋଝେଇ କଣ୍ଟେନରକୁ ଜବତ କରିଛି। ଏଥିସହ ଏକ ବୋଲେରୋ ଓ ସ୍କୋପିଓକୁ ମଧ୍ୟ ପୁଲିସ୍ ଜବତ କରିଛି। ଏହି ଘଟଣାରେ ପୁଲିସ୍ ୯ ଜଣଙ୍କୁ ଗିରଫ କରିଛି।
କଣ୍ଟେନରେ ୫୦ରୁ ଅଧିକ ଗୋରୁ ଥିବା ଜଣାପଡ଼ିଛି। ଏହି ଗୋରୁ ବୋଝେଇ କଣ୍ଟେନର ଅନୁଗୋଳରୁ କୋଲକତା ଯାଉଥିଲା। ପୁଲିସ୍ ଗୋରୁ ଗୁଡ଼ିକୁ ମଙ୍ଗରାଜପୁର ପଞ୍ଜାୟତରେ ଥିବା ଗୋଶାଳାକୁ ପଠାଇଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।