ଗଛରେ ପିଟି ହେଲା ଗୋରୁ ବୋଝେଇ ଗାଡ଼ି

ସୋନପୁର (ରବୀନ୍ଦ୍ର ହୋତା): ସମ୍ୱଲପୁର ରାସ୍ତାର ମାଟଖାଇ ନୂଆଁପଡ଼ା ଛକ ନିକଟରେ  ଆଜି ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା। ଏଥିରେ ଗାଡ଼ି ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ଦୁଇଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଗାଡ଼ି ଚାଳକଙ୍କୁ ପ୍ରଥମେ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କାରାଯାଇଛି। ଉଲୁଣ୍ଡା ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ […]

accident.

accident.

Tapaswini Nayak
  • Published: Wednesday, 08 January 2020
  • Updated: 08 January 2020, 01:23 PM IST

ସୋନପୁର (ରବୀନ୍ଦ୍ର ହୋତା): ସମ୍ୱଲପୁର ରାସ୍ତାର ମାଟଖାଇ ନୂଆଁପଡ଼ା ଛକ ନିକଟରେ  ଆଜି ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା। ଏଥିରେ ଗାଡ଼ି ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ଦୁଇଟି ଗୋରୁଙ୍କ ମୃତ୍ୟୁ ଘଟିଛି।

ଗାଡ଼ି ଚାଳକଙ୍କୁ ପ୍ରଥମେ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କାରାଯାଇଛି। ଉଲୁଣ୍ଡା ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos