କଟକ (ଓଡ଼ିଶା ରିପୋର୍ଟର): କଟକ ଜଗତପୁର ଥାନା ତ୍ରିଲୋଚନପୁର ମହାଜନପୁର ଗାଁରେ ବେଆଇନ ବାଣ କାରଖାନା ଚାଲିଥିବା ସୂଚନା ପାଇ ପୁଲିସ୍ କାଲି ବିଳମ୍ବିତ ରାତିରେ ଚଢଉ କରିଥିଲା। ଚଢଉ ବେଳେ ବିପୁଳ ପରିମାଣର ବାଣ, ବିସ୍ଫୋରକ, ଲୁହା ଗୁଣ୍ଡ, ବାରୁଦ ଆଦି ଜବତ ହୋଇଛି। ଜବତ ସାମଗ୍ରୀର ମୂଲ୍ୟ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାଯାଇଛି। ଏହି ଘଟଣାରେ ପୁଲିସ୍ ୧୨ ଜଣଙ୍କୁ ଅଟକ ରଖିଛି।
ଗତ ବର୍ଷ ମଧ୍ୟ ଜଗତପୁର ଅଞ୍ଚଳରୁ ବିପୁଳ ପରିମାଣର ବାଣ ଜବତ କରାଯାଇଥିଲା। ଏଥିଯୋଗୁ କମିଶନରେଟ ପୁଲିସ୍ ଏହି ଅଞ୍ଚଳ ଉପରେ କଡ଼ା ନଜର ରଖିଥିଲା। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଜଗତପୁର ଥାନା ଆଇଆଇସି ୪ ପ୍ଲାଟୁନ୍ ଫୋର୍ସ ସହ ଚଢ଼ଉ କରିଥିଲେ। ଏଠାରେ ବାଣ ପ୍ରସ୍ତୁତ ହୋଇ ବିଭିନ୍ନ ଅଞ୍ଚଳକୁ ଚାଲାଣ ହେଉଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।