କଟକ(ଓଡ଼ିଶା ରିପୋର୍ଟର): ଆଗକୁ କାଳୀ ପୂଜା ଓ ଦୀପାବଳି ଥିବା ବେଳେ କୋଭିଡ କଟକଣା ଭିତରେ ପାଳିତ ହେବ ଏହି ସବୁ ପର୍ବ। ଚଳିତ ବର୍ଷ କୋଭିଡ କଟକଣା ସତ୍ତ୍ୱେ କଟକବାସୀ ଉତ୍ସାହର ସହ ପାଳନ କରିବେ ଆଲୋକର ପର୍ବ। କଟକରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି।
ହେଲେ କେଉଁଠି ବାଣ ଦୋକାନ କରାଯିବ ତାହା ସ୍ଥିର କରାଯିବ ବୋଲି ଡିସିପି କହିଥିବା ବେଳେ ବାଣ ଦୋକାନରେ ସାମାଜିକ ଦୂରତା ଓ ମାସ୍କକୁ କିନ୍ତୁ ବାଧ୍ୟତାମୂଳକ କରାଯିବ।
ଅପରପକ୍ଷେ, ଦୁର୍ଗାପୂଜା ଭଳି କାଳୀପୂଜା ମଧ୍ୟ କୋଭିଡ କଟକଣାରେ ପାଳିତ ହେବ। କାଳୀପୂଜା ପାଇଁ ୧୫ ପ୍ଲାଟୁନ ଫୋର୍ସ, ୫୦ ଅଧତ୍କାରୀ ମୁତୟନ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।