ଖୋଲିବ ବାଣ ଦୋକାନ, ମିଳିଲା ଅନୁମତି

କଟକ(ଓଡ଼ିଶା ରିପୋର୍ଟର): ଆଗକୁ କାଳୀ ପୂଜା ଓ ଦୀପାବଳି ଥିବା ବେଳେ କୋଭିଡ କଟକଣା ଭିତରେ ପାଳିତ ହେବ ଏହି ସବୁ ପର୍ବ।  ଚଳିତ ବର୍ଷ କୋଭିଡ କଟକଣା ସତ୍ତ୍ୱେ କଟକବାସୀ ଉତ୍ସାହର ସହ ପାଳନ କରିବେ ଆଲୋକର ପର୍ବ। କଟକରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି। ହେଲେ କେଉଁଠି ବାଣ ଦୋକାନ କରାଯିବ ତାହା ସ୍ଥିର କରାଯିବ ବୋଲି ଡିସିପି କହିଥିବା ବେଳେ ବାଣ ଦୋକାନରେ ସାମାଜିକ […]

cracker

Niharika Rout
  • Published: Monday, 02 November 2020
  • , Updated: 02 November 2020, 12:43 PM IST

କଟକ(ଓଡ଼ିଶା ରିପୋର୍ଟର): ଆଗକୁ କାଳୀ ପୂଜା ଓ ଦୀପାବଳି ଥିବା ବେଳେ କୋଭିଡ କଟକଣା ଭିତରେ ପାଳିତ ହେବ ଏହି ସବୁ ପର୍ବ।  ଚଳିତ ବର୍ଷ କୋଭିଡ କଟକଣା ସତ୍ତ୍ୱେ କଟକବାସୀ ଉତ୍ସାହର ସହ ପାଳନ କରିବେ ଆଲୋକର ପର୍ବ। କଟକରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି।

ହେଲେ କେଉଁଠି ବାଣ ଦୋକାନ କରାଯିବ ତାହା ସ୍ଥିର କରାଯିବ ବୋଲି ଡିସିପି କହିଥିବା ବେଳେ ବାଣ ଦୋକାନରେ ସାମାଜିକ ଦୂରତା ଓ ମାସ୍କକୁ କିନ୍ତୁ ବାଧ୍ୟତାମୂଳକ କରାଯିବ।

ଅପରପକ୍ଷେ, ଦୁର୍ଗାପୂଜା ଭଳି କାଳୀପୂଜା ମଧ୍ୟ କୋଭିଡ କଟକଣାରେ ପାଳିତ ହେବ। କାଳୀପୂଜା ପାଇଁ ୧୫ ପ୍ଲାଟୁନ ଫୋର୍ସ, ୫୦ ଅଧତ୍କାରୀ ମୁତୟନ ହେବେ।

Related story