ନାରାୟଣପାଟଣା (ଓଡ଼ିଶା ରିପୋର୍ଟର): ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଜି ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି କୋରାପୁଟ ଜିଲ୍ଲା ବିଜାଘାଟି ସିଆରସିସି ସିଂହସେଠୀ କିଷନ କୁମାର। ସେ ଜଣେ ଶିକ୍ଷକଙ୍କ ଠାରୁ ତାଙ୍କ ସର୍ଭିସ୍ ରେକର୍ଡ ଅପ୍ଡେଟ୍ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ।
ସିଆରସିସି ସିଂହସେଠୀ କିଷନ କୁମାରଙ୍କୁ ଏକ ଗ୍ରାହକ ସେବା କେନ୍ଦ୍ରରୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ। ସେ ସେହି ସମୟରେ ଅଭିଯୋଗକାରୀଙ୍କ ଠାରୁ ୨୦ ହଜାର ଟଙ୍କା ନେଉଥିଲେ। ସିଂହସେଠୀ କିଷନ କୁମାରଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।
ସିଆରସିସି ସିଂହସେଠୀ କିଷନ କୁମାରଙ୍କୁ ଗିରଫ କରିବା ପରେ ନାରାୟଣପାଟଣା ସ୍ଥିତ ତାଙ୍କ ଘର ଓ ଅଫିସ୍ରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ତଦନ୍ତ ଜାରି ରହିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।