ହାଇକୋର୍ଟରେ ହାଜର ହେଲେ କ୍ରାଇମବ୍ରାଞ୍ଚ ଏଡିଜି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଆଜି ହାଇକୋର୍ଟରେ ହାଜର ହୋଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି। ଭିଡିଓ କନ୍‌ଫରେନସିଂ ଜରିଆରେ ସେ ହାଜର ହୋଇ ପକ୍ଷ ରଖିଛନ୍ତି। ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଛି ଓ ତଦନ୍ତ ଚାଲୁ ରହିଛି ବୋଲି ଏଡିଜି କୋର୍ଟଙ୍କୁ ଜଣାଇଛନ୍ତି। ଆସନ୍ତା ଜାନୁଆରୀରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ କୋର୍ଟ ଧାର୍ଯ୍ୟ ରଖିଛନ୍ତି। ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଗତ ୧୩ ତାରିଖ ବିଳମ୍ୱିତ ରାତିରେ ୪ […]

OrissaHighCourt

OrissaHighCourt

Manoranjan Sial
  • Published: Wednesday, 16 December 2020
  • Updated: 16 December 2020, 03:31 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଆଜି ହାଇକୋର୍ଟରେ ହାଜର ହୋଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି। ଭିଡିଓ କନ୍‌ଫରେନସିଂ ଜରିଆରେ ସେ ହାଜର ହୋଇ ପକ୍ଷ ରଖିଛନ୍ତି। ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଛି ଓ ତଦନ୍ତ ଚାଲୁ ରହିଛି ବୋଲି ଏଡିଜି କୋର୍ଟଙ୍କୁ ଜଣାଇଛନ୍ତି। ଆସନ୍ତା ଜାନୁଆରୀରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ କୋର୍ଟ ଧାର୍ଯ୍ୟ ରଖିଛନ୍ତି।

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଗତ ୧୩ ତାରିଖ ବିଳମ୍ୱିତ ରାତିରେ ୪ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ସେମାନଙ୍କ ଭିତରେ ଓଟିଭିର ୨ କର୍ମଚାରୀ ଥିବା ବେଳେ ୨ ସିକ୍ୟୁରିଟି ଗାର୍ଡ ଅଛନ୍ତି। ଏହି ସମସ୍ତ ଅଭିଯୁକ୍ତ ତଦନ୍ତରେ ସହଯୋଗ କରିଆସୁଥିବା ସତ୍ତ୍ୱେ ସେମାନଙ୍କୁ ରାତି ଅଧିଆ ଗିରଫ କରାଯାଇଥିଲା।

ପୂର୍ବରୁ ନାବାଳିକାଙ୍କ ମାଆ ଏହି ଘଟଣାରେ ପୁଲିସ କର୍ମଚାରୀ ଓ ତାଙ୍କର ଦୁଇ ସଯୋଗୀ ସଂପୃକ୍ତ ଥିବା FIRରେ ଦର୍ଶାଇଥିଲେ। ତେବେ ଏହି ଘଟଣାରେ ସଂପୃକ୍ତ ପୁଲିସ କର୍ମଚାରୀଙ୍କୁ କାହିଁକି ପଚରା ଉଚରା କରାଯାଉନାହିଁ କି ଗିରଫ କରାଯାଉନାହିଁ, ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story