ବଦଳିଲେ ପୁଲିସ କମିଶନର, ଅକ୍ଷୟ ହେଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର ଡକ୍ଟର ସୁଧାଶୁ ଷଡଙ୍ଗୀ। ତାଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍‌ର ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୁଲିସ କମିଶନର। ସୌମେନ୍ଦ୍ର ପ୍ରିୟଦର୍ଶୀ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକ୍ରମେ ଭୁବନେଶ୍ୱର-କଟକ ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ତାଙ୍କ ପଦରୁ ହଟାଇ ଦେଇଛନ୍ତି । ରାଜଧାନୀ ଭୁବନେଶ୍ୱରରେ ବୃଦ୍ଧି ପାଉଥିବା […]

Soumendra Priyadarshi

Soumendra Priyadarshi

Ordigital Desk
  • Published: Monday, 08 March 2021
  • Updated: 08 March 2021, 07:31 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର ଡକ୍ଟର ସୁଧାଶୁ ଷଡଙ୍ଗୀ। ତାଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍‌ର ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୁଲିସ କମିଶନର। ସୌମେନ୍ଦ୍ର ପ୍ରିୟଦର୍ଶୀ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକ୍ରମେ ଭୁବନେଶ୍ୱର-କଟକ ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ତାଙ୍କ ପଦରୁ ହଟାଇ ଦେଇଛନ୍ତି । ରାଜଧାନୀ ଭୁବନେଶ୍ୱରରେ ବୃଦ୍ଧି ପାଉଥିବା ଅପରାଧ ଓ ଗୋଟିଏ ପ୍ରଭାବଶାଳୀ ଗୋଷ୍ଠୀର ଚାପରେ ଶ୍ରୀ ଷଡ଼ଙ୍ଗୀଙ୍କୁ ପୁଲିସ କମିଶନର ପଦବୀରୁ ବିଦା ହେବାକୁ ପଡ଼ିଛି।

୧୯୯୦ ବ୍ୟାଚ୍ ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ପୁଲିସ କମିଶନର ପଦବୀରୁ ହଟାଇ ପୁଲିସ ହାଉସିଂ ବୋର୍ଡ ସିଏମଡି ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ଷଡ଼ଙ୍ଗୀଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍ ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭୁବନେଶ୍ୱର-କଟକ ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଛି ।

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୮୮ ବ୍ୟାଚ୍ ଆଇପିଏସ ଏମ.ଅକ୍ଷୟଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ବଦଳି କରାଯାଇଛି । ସେ କେନ୍ଦ୍ରୀୟ ଡେପୁଟେସନରୁ ଫେରି ପୁଲିସ ହାଉସିଂବୋର୍ଡ ସିଏମଡି ଭାବେ କାର୍ଯ୍ୟ କରୁଥିଲେ। ସତ୍ୟଜିତ ମହାନ୍ତି ଅବସର ନେଇ ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ ହେବାପରେ ଅଗ୍ନିଶମ ଡିଜି ପଦ ଖାଲି ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story