କ୍ରାଇମବ୍ରାଞ୍ଚ ପୁଣି ଫେଲ୍‌: ଦାଖଲ କରିପାରିଲାନି ଚାର୍ଜସିଟ୍‌

କଟକ(ଓଡ଼ିଶା ରିପୋର୍ଟର): ଆଜି ବି ହାଇକୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ। ପୁଲିସ-ଓକିଲ ବିବାଦ ମାମଲାରେ ହାଇକୋର୍ଟରେ କ୍ରାଇମବ୍ରାଞ୍ଚ ଦାଖଲ କରିବାର ଥିଲା। ଚାର୍ଜସିଟ୍ ଦାଖଲ ହୋଇପାରି ନ ଥିବାରୁ ମାମଲାର ଶୁଣାଣିକୁ ଆସନ୍ତାକାଲିକୁ ଘୁଞ୍ଚାଇ ଦିଆଯାଇଛି। ଏହାସହ କନଷ୍ଟେବଲଙ୍କ ନିଲମ୍ବନ ପ୍ରତ୍ୟାହାର କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ବିବାଦୀୟ ସ୍ଥିତିକୁ ନେଇ ଆଲୋଚନା ପାଇଁ ଆଜି ଅପରାହ୍ନରେ ହାଇକୋର୍ଟ ବାର୍ ସାଧାରଣ ପରିଷଦ ବୈଠକ ଡାକିଛି। ଗତ ୯ ତାରିଖରେ ମାମଲାର […]

Odisha-High-Court

Odisha-High-Court

Tapaswini Nayak
  • Published: Monday, 12 November 2018
  • Updated: 12 November 2018, 01:18 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଆଜି ବି ହାଇକୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ। ପୁଲିସ-ଓକିଲ ବିବାଦ ମାମଲାରେ ହାଇକୋର୍ଟରେ କ୍ରାଇମବ୍ରାଞ୍ଚ ଦାଖଲ କରିବାର ଥିଲା।

ଚାର୍ଜସିଟ୍ ଦାଖଲ ହୋଇପାରି ନ ଥିବାରୁ ମାମଲାର ଶୁଣାଣିକୁ ଆସନ୍ତାକାଲିକୁ ଘୁଞ୍ଚାଇ ଦିଆଯାଇଛି।

ଏହାସହ କନଷ୍ଟେବଲଙ୍କ ନିଲମ୍ବନ ପ୍ରତ୍ୟାହାର କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ବିବାଦୀୟ ସ୍ଥିତିକୁ ନେଇ ଆଲୋଚନା ପାଇଁ ଆଜି ଅପରାହ୍ନରେ ହାଇକୋର୍ଟ ବାର୍ ସାଧାରଣ ପରିଷଦ ବୈଠକ ଡାକିଛି।

ଗତ ୯ ତାରିଖରେ ମାମଲାର ଶୁଣାଣି ବେଳେ କ୍ରାଇମବ୍ରାଞ୍ଚ ଚାର୍ଜସିଟ ଦାଖଲ କରିବାକୁ ଥିଲା। ହେଲେ କ୍ରାଇମବ୍ରାଞ୍ଚ ଚାର୍ଜସିଟ୍‌ ଦାଖଲ କରିପାରି ନଥିଲା। ଏଥିପାଇଁ ୬ ସପ୍ତାହ ସମୟ ମାଗିଥିଲା। ହେଲେ କୋର୍ଟ ଏହାକୁ ଅଗ୍ରାହ୍ୟ କରିଦେବା ସହ ଆଜି ସୁଦ୍ଧା ଚାର୍ଜସିଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story