ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଯାଜପୁର ହରିଦାସପୁର ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁର ହୋଇପାରେ କ୍ରାଇମବ୍ରାଞ୍ଚ ତଦନ୍ତ। ଏହି ସମ୍ବେଦନଶୀଳ ଘଟଣାରେ କ୍ରାଇମ୍ବ୍ରାଞ୍ଚ ତଦନ୍ତ ପାଇଁ ପୋଲିସ ଡିଜିଙ୍କୁ ଲେଖାଯାଇଥିବା ସୂଚନା ଦେଇଛନ୍ତି ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା। ସେ କହିଛନ୍ତି, କମିଶନ ଠିକ୍ ଭାବେ ଘଟଣାର ତଦନ୍ତ କରିଛନ୍ତି, ଆଉ କିଛି ଦିଗ ବାକି ଥିତବାରୁ କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ସେ ସୁପାରିସ କରିଥିବା କହିଛନ୍ତି। ତେବେ ଘଟଣାକୁ ନେଇ ରାଜନୀତିକରଣ ନକରିବାକୁ ନିବେଦନ କରିଛନ୍ତି ମହିଳା କମିଶନ । ଯାଜପୁରର ହରିଦାଶପୁର ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଗିରଫ ହୋଇଛନ୍ତି ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଯମୁନା’ ରହୁଥିବା ଏନ୍କ୍ଲୋଜରରେ ଗାଧୋଇଲା ‘ଜିନ୍ନତ’
ଏନ୍କ୍ଲୋଜର ଭିତରକୁ ଗଲା ପରେ ‘ଜିନ୍ନତ’ ପ୍ରଥମେ ଦୌଡ଼ାଦୌଡ଼ି କରିଥିଲା। ତା’ପରେ ଏନ୍କ୍ଲୋଜର ଭିତରେ ଥିବା ପାଣି କୁଣ୍ଡରେ ଗାଧୋଇଥିଲା। ଦୀର୍ଘ ସମୟ ଧରି ସେ ପାଣି କୁଣ୍ଡରେ ପହଁରିଥିବା ଦେଖିବାକୁ ମିଳିଥିଲା।
Politics
ତଥାଗତଙ୍କ ଲେଖାକୁ ନେଇ ଚର୍ଚ୍ଚା; ନବୀନଙ୍କୁ ଘାଇଲା କଲେ
ସେ ଆହୁରି ଲେଖିଛନ୍ତି, ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ।
Miscellaneous
ନୂଆ ବର୍ଷରେ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି
ଦୁଇ ଦିନ ତଳେ ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଥିଲା ପଦୋନ୍ନତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Politics
କାଲି ଓଡ଼ିଶାରେ ପହଞ୍ଚିବେ ନୂତନ ରାଜ୍ୟପାଳ, ୩ରେ ଶପଥ ସମାରୋହ
ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭାମପତି । ସେ ଆସନ୍ତା କାଲି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବେଳେ ୩ ତାରିଖରେ ଶପଥ ଗ୍ରହଣ ସମାରୋହର କାର୍ଯ୍ୟକ୍ରମ ରହିଛି।