କଟକ (ଓଡ଼ିଶା ରିପୋର୍ଟର): କଟକ ଚୌଦ୍ୱାର ଅଞ୍ଚଳରେ ଆଜି ଭୋରରୁ ପୁଲିସ୍ ଏନ୍କାଉଣ୍ଟର୍ରେ ଦୁର୍ଦ୍ଦାନ୍ତ ଅପରାଧୀ ମୁନା ଦେହୁରୀ ଆହତ ହୋଇଛି । ମୁନାର ବାମପଟ ଗୋଡ଼ରେ ଗୁଳି ବାଜିଛି। ତାକୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୁନାଠାରୁ ବନ୍ଧୁକ ଓ ଗୁଳି ଜବତ ହୋଇଥିବା ସୂଚନା ମିଳିଛି। ଗୁରୁଡ଼ିଝାଟିଆ ଲୁଟ୍ ଘଟଣାରେ ମୁନା ଦେହୁରୀ ସଂପୃକ୍ତ ଥିବା ଜଣାପଡ଼ିଛି।
ଏହାପୂର୍ବରୁ ଗତକାଲି ଟାଙ୍ଗୀ-କପିଳାସ ରୋଡ୍ରେ ଚୌଦ୍ୱାର ଥାନା ପୁଲିସ୍ ଅପରାଧୀ ଜିତୁ ଓରଫ୍ ଅଜୟ ସାହୁକୁ ଏନକାଉଣ୍ଟର୍ କରିଥିଲା । ଗତ ୨ ଦିନ ମଧ୍ୟରେ ପୁଲିସ୍ ୨ଟି ଏନକାଉଣ୍ଟର କରିଥିବା ବେଳେ ଏଥିରେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଅନ୍ୟ ଅପରାଧୀମାନେ ଭୟଭୀତ ହୋଇ ପଡ଼ିଥିବା ଆଲୋଚନା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।