ମହିଳାଙ୍କୁ ଟାଣି ନେଲା କୁମ୍ଭୀର

ପଟ୍ଟାମୁଣ୍ଡାଇ (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍ ବଳଭଦ୍ର ପ୍ରସାଦ ଗାଁରେ କୁମ୍ଭୀର ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଛଇଳା ଦାସ। ତାଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଛଇଳା ଶୌଚ ପାଇଁ ଘର ପଛପଟ ନାଳକୁ ଯାଇଥିବା ବେଳେ କୁମ୍ଭୀର ହାବୁଡ଼ରେ ପଡ଼ି ଯାଇଥିଲେ। କୁମ୍ଭୀରଟି ତାଙ୍କୁ ନାଳ ଭିତରକୁ […]

rtyyy7777

rtyyy7777

Tapaswini Nayak
  • Published: Sunday, 28 October 2018
  • Updated: 28 October 2018, 02:39 PM IST

Sports

Latest News

ପଟ୍ଟାମୁଣ୍ଡାଇ (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍ ବଳଭଦ୍ର ପ୍ରସାଦ ଗାଁରେ କୁମ୍ଭୀର ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଛଇଳା ଦାସ। ତାଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଛଇଳା ଶୌଚ ପାଇଁ ଘର ପଛପଟ ନାଳକୁ ଯାଇଥିବା ବେଳେ କୁମ୍ଭୀର ହାବୁଡ଼ରେ ପଡ଼ି ଯାଇଥିଲେ। କୁମ୍ଭୀରଟି ତାଙ୍କୁ ନାଳ ଭିତରକୁ ଟାଣି ନେଇଥିଲା। ତେବେ କୌଣସି ପ୍ରକାରେ ଛଇଳା ନିଜକୁ କୁମ୍ଭୀର କବଳରୁ ମୁକୁଳାଇବାକୁ ସକ୍ଷମ ହୋଇଥିଲେ ଓ ନାଳ ଉପରକୁ ଚାଲି ଆସିଥିଲେ। ପରେ ପରିବାର ଓ ଗାଁ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

https://youtu.be/38W8G3Tiqo4

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story