ରାଇସ ମିଲ୍‌ ଯାଉଥିଲା, ଓଲଟି ପଡ଼ିଲା ଧାନ ବୋଝେଇ ଟ୍ରକ୍‌

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଟାଉନ ଥାନା ଅର୍ନ୍ତଗତ ବାଇପାସ୍‌ ଛକଠାରେ ରାସ୍ତା ଉପରେ ଏକ ଧାନ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ତିହିଡି ବ୍ଲକ ଭାଟପଡା ସୋସାଇଟିରୁ ଧାନ ନେଇ ଟ୍ରକ୍‌ଟି ଚରମ୍ପା ପିପି ରାଇସ ମିଲ୍‌ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଏହି ଟ୍ରକ୍‌ରେ ପ୍ରାୟ ୧୮ ଟନ୍‌ରୁ ଅଧିକ ଧାନ ବୋଝେଇ ହୋଇଥିବା ଜଣାପଡିଛି। ଦୁର୍ଘଟଣାରେ ଧନ ଜୀବନ କ୍ଷତି […]

truck

truck

Niharika Rout
  • Published: Wednesday, 12 February 2020
  • Updated: 12 February 2020, 09:03 AM IST

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଟାଉନ ଥାନା ଅର୍ନ୍ତଗତ ବାଇପାସ୍‌ ଛକଠାରେ ରାସ୍ତା ଉପରେ ଏକ ଧାନ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ତିହିଡି ବ୍ଲକ ଭାଟପଡା ସୋସାଇଟିରୁ ଧାନ ନେଇ ଟ୍ରକ୍‌ଟି ଚରମ୍ପା ପିପି ରାଇସ ମିଲ୍‌ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।

ଏହି ଟ୍ରକ୍‌ରେ ପ୍ରାୟ ୧୮ ଟନ୍‌ରୁ ଅଧିକ ଧାନ ବୋଝେଇ ହୋଇଥିବା ଜଣାପଡିଛି। ଦୁର୍ଘଟଣାରେ ଧନ ଜୀବନ କ୍ଷତି ହୋଇନଥିଲେ ମଧ୍ୟ ଓଭରଲୋଡ କାରଣରୁ ଏଭଳି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos