sheep
Advertisment
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଚାଲିବ କ୍ରୁଜ୍। ଚିଲିକା, ହୀରାକୁଦ ଜଳଭଣ୍ଡାର, ମହାନଦୀ, ଭିତରକନିକା ଏବଂ ସାତକୋଶିଆ ଗଣ୍ଡରେ କ୍ରୁଜ୍ ଚଲାଇବା ନେଇ ରାଜ୍ୟ ପର୍ଯ୍ୟଟନ ବିଭାଗ ପ୍ରସ୍ତାବ ଆଣିଛି। ରାଜ୍ୟରେ ପର୍ଯ୍ୟଟନର ବିକାଶ କରିବାକୁ ଏଭଳି ନୂଆ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ସବୁ ସ୍ଥାନରେ କେବଳ ଦିନରେ ହିଁ କ୍ରୁଜ୍ ଚଳାଚଳ କରିବ।
Advertisment
ଜୁଲାଇ ୧୦ ସୁଦ୍ଧା ବିଭିନ୍ନ କ୍ରୁଜ୍ ପରିଚାଳକଙ୍କଠାରୁ ଏନେଇ ପ୍ରସ୍ତାବ ଆଗତ କରାଯିବ। ଏହାପରେ ଏନେଇ ବିଧିବଦ୍ଧ ଭାବେ ନିଷ୍ପତ୍ତି ସହ କେଉଁ ଅଞ୍ଚଳରେ କେତେ କ୍ରୁଜ୍ ଚାଲିବ ସେ ନେଇ ସମ୍ପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/06/sheep-7777.jpg)