ରାଜ୍ୟରେ ଦିନବେଳେ ଲାଗୁ ହୋଇପାରେ କର୍ଫ୍ୟୁ: ବାଚସ୍ପତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଠାରୁ ରାଜ୍ୟର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଆଗାମୀ ଦିନରେ ଦିନ ବେଳେ ବି କର୍ଫ୍ୟୁ ଲାଗୁ ହୋଇପାରେ। ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଦେଇଛନ୍ତି ଏଭଳି ସୂଚନା। ବାଚସ୍ପତି କହିଛନ୍ତି, ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ଯୋଗୁ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ୪/୫ ଦିନ ମଧ୍ୟ ରାଜ୍ୟରେ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ମୁଖ୍ୟମନ୍ତ୍ରୀ ନବୀନ […]

speaker

speaker

Jitendra Garnayak
  • Published: Sunday, 04 April 2021
  • Updated: 04 April 2021, 01:52 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଠାରୁ ରାଜ୍ୟର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଆଗାମୀ ଦିନରେ ଦିନ ବେଳେ ବି କର୍ଫ୍ୟୁ ଲାଗୁ ହୋଇପାରେ। ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଦେଇଛନ୍ତି ଏଭଳି ସୂଚନା।

ବାଚସ୍ପତି କହିଛନ୍ତି, ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ଯୋଗୁ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ୪/୫ ଦିନ ମଧ୍ୟ ରାଜ୍ୟରେ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁଧ୍ୟାନ କରୁଥିବା ସେ କହିଛନ୍ତି।

ଏହା ସହିତ କରୋନା ନେଇ ସମସ୍ତେ ସଚେତନ ହେବାର ଆବଶ୍ୟକତା ରହିଛି। ସମସ୍ତେ ସରକାର ଜାରି କରିଥିବା କଟକଣା ମାନିବା ଉଚିତ୍‌ ବୋଲି ବାଚସ୍ପତି କହିଛନ୍ତି।

ଅନ୍ୟପକ୍ଷରେ କରୋନା ସଂକ୍ରମଣ ବଢୁଥିବା ଦେଖି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ଗତକାଲି ନିର୍ଦ୍ଦେଶ ଦେଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ଏପ୍ରିଲ୍ ୫ ତାରିଖରୁ ଅର୍ଥାତ୍ ସୋମବାର ଠାରୁ ଏହାକୁ ଲାଗୁ କରାଯିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏହି କଟକଣା ଲାଗୁ ହେବ।

ଏହି ସବୁ ଜିଲ୍ଲା ଗୁଡ଼ିକରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ କୁହାଯାଇଛି। ଅନ୍ୟାଦେଶ ଯାଏଁ ଏହା ଲାଗୁ ହେବ।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ଏହା ସହିତ ଲଗାତାର ତିନି ଦିନ ହେଲାଣି ଦୈନିକ ସଂକ୍ରମଣ ୪୫୦ ଉପରେ ରହୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story