ବସ୍‌-ଟ୍ରକ୍ ମୁହାଁମୁହିଁ ଧକ୍କା, ୧୫ ଆହତ

ଆଠଗଡ଼: ଟାଙ୍ଗୀର ବଇଁଚୁଆଁ ନିକଟରେ ଆଜି ସକାଳେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ଚଣ୍ଡୀଖୋଲରୁ କଟକ ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।    

accident

Rakesh Mallick
  • Published: Sunday, 05 February 2017
  • , Updated: 05 February 2017, 10:27 AM IST

ଆଠଗଡ଼: ଟାଙ୍ଗୀର ବଇଁଚୁଆଁ ନିକଟରେ ଆଜି ସକାଳେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ବସ୍‌ଟି ଚଣ୍ଡୀଖୋଲରୁ କଟକ ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

 

 

Related story