ଦିନକ ପାଇଁ କଟକରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

କଟକ(ଓଡ଼ିଶା ରିପୋର୍ଟର): ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ କଟକରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ବର୍ଷା କମୁ ନଥିବାରୁ ଆଜି ଦିନକ ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ଶିକ୍ଷାନୁଷ୍ଠାନରେ ଛୁଟି ଘୋଷଣା କରିଛି।

ବିଭିନ୍ନ ସ୍ଥାନରେ ଜମିଥିବା ଜଳ ନ